ହୋଣ୍ଡା କାର୍‌ସର ନୂତନ ଅଭିଯାନ

ନୂଆଦିଲ୍ଲୀ,୭।୮: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌(ଏଚ୍‌ସିଆଇଏଲ୍‌)ର ନୂତନ ଅଭିଯାନ ‘ହୋଣ୍ଡା ଫ୍ରିଡମ ଫେଷ୍ଟ’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ପ୍ରମୋସନାଲ କ୍ୟାମ୍ପେନିଂ ହୋଇଥିଲାବେଳେ ଏହି ଆକର୍ଷଣୀୟ ଅଫରିଂ ସୁବିଧା ନୂତନ ତଥା ପ୍ରିମିୟମ କାର୍‌ଗୁଡିକ ଉପରେ ପ୍ରଦାନ କରୁଛି। ସେହିଭଳି ଏହି ଅଭିଯାନ ଜରିଆରେ କମ୍ପାନୀ ଗ୍ରାହକଙ୍କୁ ୩ ବର୍ଷର ଏକ୍ସକ୍ଲୁସଭି ମାଗଣା ମେଣ୍ଟେନାନ୍ସ ପ୍ୟାକେଜ, କ୍ୟାଶ୍‌ ଡିସ୍‌କାଉଣ୍ଟ, ଲୟାଲିଟ ଏକ୍ସଚେଞ୍ଜ ଏବଂ କର୍ପୋରେଟ୍‌ ଅଫର ଆଦିର ସୁବିଧା ଯୋଗାଇ ଦିଆଯାଉଛି। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ଉପସଭାପତି (ମାର୍କେଟିଂ ଆଣ୍ଡ ସେଲ୍‌ସ) କୁନାଲ ବେହେଲ କହିଥିଲେ, ଆମେ ଏହି ନୂତନ ଅଭିଯାନର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଅଭିଯାନ ଜରିଆରେ ଆମର ପ୍ରିମିୟମ ଗ୍ରାହକ ଅନେକ ପ୍ରକାର ସୁବିଧା ପାଇପାରିବେ। ସେହିଭଳି ଏକ ଆକର୍ଷଣୀୟ ଅଫରିଂ ସୁବିଧା ଓ ୩ ବର୍ଷିଆ ମେଣ୍ଟେନାନ୍ସ ପ୍ୟାକେଜ ମଧ୍ୟ ପ୍ରିମିୟମ ଗ୍ରାହକଙ୍କ ପାଇଁ ଆଣି ଦେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri