ହୋଣ୍ଡା କାର୍‌ସର ନୂତନ ଅଭିଯାନ

ନୂଆଦିଲ୍ଲୀ,୭।୮: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌(ଏଚ୍‌ସିଆଇଏଲ୍‌)ର ନୂତନ ଅଭିଯାନ ‘ହୋଣ୍ଡା ଫ୍ରିଡମ ଫେଷ୍ଟ’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ପ୍ରମୋସନାଲ କ୍ୟାମ୍ପେନିଂ ହୋଇଥିଲାବେଳେ ଏହି ଆକର୍ଷଣୀୟ ଅଫରିଂ ସୁବିଧା ନୂତନ ତଥା ପ୍ରିମିୟମ କାର୍‌ଗୁଡିକ ଉପରେ ପ୍ରଦାନ କରୁଛି। ସେହିଭଳି ଏହି ଅଭିଯାନ ଜରିଆରେ କମ୍ପାନୀ ଗ୍ରାହକଙ୍କୁ ୩ ବର୍ଷର ଏକ୍ସକ୍ଲୁସଭି ମାଗଣା ମେଣ୍ଟେନାନ୍ସ ପ୍ୟାକେଜ, କ୍ୟାଶ୍‌ ଡିସ୍‌କାଉଣ୍ଟ, ଲୟାଲିଟ ଏକ୍ସଚେଞ୍ଜ ଏବଂ କର୍ପୋରେଟ୍‌ ଅଫର ଆଦିର ସୁବିଧା ଯୋଗାଇ ଦିଆଯାଉଛି। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ଉପସଭାପତି (ମାର୍କେଟିଂ ଆଣ୍ଡ ସେଲ୍‌ସ) କୁନାଲ ବେହେଲ କହିଥିଲେ, ଆମେ ଏହି ନୂତନ ଅଭିଯାନର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଅଭିଯାନ ଜରିଆରେ ଆମର ପ୍ରିମିୟମ ଗ୍ରାହକ ଅନେକ ପ୍ରକାର ସୁବିଧା ପାଇପାରିବେ। ସେହିଭଳି ଏକ ଆକର୍ଷଣୀୟ ଅଫରିଂ ସୁବିଧା ଓ ୩ ବର୍ଷିଆ ମେଣ୍ଟେନାନ୍ସ ପ୍ୟାକେଜ ମଧ୍ୟ ପ୍ରିମିୟମ ଗ୍ରାହକଙ୍କ ପାଇଁ ଆଣି ଦେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri