ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କ୍ରମାଗତ ଭାବେ ବ୍ୟବସାୟିକ ବିସ୍ତାର ମାଧ୍ୟମରେ ଏଚ୍‌ଏମ୍‌ଏସ୍‌ଆଇ ପୂର୍ବ ଭାରତରେ ୮ନିୟୁତ ୟୁନିଟ୍‌ ଗାଡ଼ି ବିକ୍ରୟ କରିବାରେ ଉଲ୍ଲେଖନୀୟ ସଫଳତା ହାସଲ ସହ ସମ୍ପୃକ୍ତ ଅଞ୍ଚଳର ୨ଚକିଆ ଗ୍ରାହକଙ୍କ ପାଇଁ ପସନ୍ଦଯୋଗ୍ୟ ବ୍ରାଣ୍ଡ୍‌ ଭାବେ ନିଜକୁ ପୁନଃ ପ୍ରମାଣିତ କରିଛି।

କମ୍ପାନୀର ଏହି ସଫଳତା ପୂର୍ବାଞ୍ଚଳର ଗ୍ରାହକ(ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର-ପୂର୍ବ ଭାରତ ଭଳି ରାଜ୍ୟକୁ ନେଇ ଗଠିତ)ଙ୍କୁ ଉଚ୍ଚ-ଗୁଣାତ୍ମକ, ଅଭିନବ ଏବଂ ନିର୍ଭରଯୋଗ୍ୟ ୨ଚକିଆ ଯାନ ଯୋଗାଇବାର ପ୍ରତିବଦ୍ଧତାକୁ ସୂଚିତ କରୁଛି।

ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ନିର୍ଦ୍ଦେଶକ (ବିକ୍ରୟ ଏବଂ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ପୂର୍ବାଞ୍ଚଳରେ ୮ ନିୟୁତ ବିକ୍ରିର ନୂତନ ମାଇଲଖୁଣ୍ଟ ହାସଲକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକମାନେ ରଖିଥିବା ବିଶ୍ୱାସ ଓ ଆଦରର ପ୍ରମାଣ। ଆମ ଉପରେ କ୍ରମାଗତ ବିଶ୍ୱାସ ପାଇଁ ଆମେ ଆମର ଗ୍ରାହକ ଏବଂ ଡିଲର ଅଂଶୀଦାରମାନଙ୍କ ନିକଟରେ କୃତଜ୍ଞ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri