ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କ୍ରମାଗତ ଭାବେ ବ୍ୟବସାୟିକ ବିସ୍ତାର ମାଧ୍ୟମରେ ଏଚ୍‌ଏମ୍‌ଏସ୍‌ଆଇ ପୂର୍ବ ଭାରତରେ ୮ନିୟୁତ ୟୁନିଟ୍‌ ଗାଡ଼ି ବିକ୍ରୟ କରିବାରେ ଉଲ୍ଲେଖନୀୟ ସଫଳତା ହାସଲ ସହ ସମ୍ପୃକ୍ତ ଅଞ୍ଚଳର ୨ଚକିଆ ଗ୍ରାହକଙ୍କ ପାଇଁ ପସନ୍ଦଯୋଗ୍ୟ ବ୍ରାଣ୍ଡ୍‌ ଭାବେ ନିଜକୁ ପୁନଃ ପ୍ରମାଣିତ କରିଛି।

କମ୍ପାନୀର ଏହି ସଫଳତା ପୂର୍ବାଞ୍ଚଳର ଗ୍ରାହକ(ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର-ପୂର୍ବ ଭାରତ ଭଳି ରାଜ୍ୟକୁ ନେଇ ଗଠିତ)ଙ୍କୁ ଉଚ୍ଚ-ଗୁଣାତ୍ମକ, ଅଭିନବ ଏବଂ ନିର୍ଭରଯୋଗ୍ୟ ୨ଚକିଆ ଯାନ ଯୋଗାଇବାର ପ୍ରତିବଦ୍ଧତାକୁ ସୂଚିତ କରୁଛି।

ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ନିର୍ଦ୍ଦେଶକ (ବିକ୍ରୟ ଏବଂ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ପୂର୍ବାଞ୍ଚଳରେ ୮ ନିୟୁତ ବିକ୍ରିର ନୂତନ ମାଇଲଖୁଣ୍ଟ ହାସଲକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକମାନେ ରଖିଥିବା ବିଶ୍ୱାସ ଓ ଆଦରର ପ୍ରମାଣ। ଆମ ଉପରେ କ୍ରମାଗତ ବିଶ୍ୱାସ ପାଇଁ ଆମେ ଆମର ଗ୍ରାହକ ଏବଂ ଡିଲର ଅଂଶୀଦାରମାନଙ୍କ ନିକଟରେ କୃତଜ୍ଞ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri