ଅଗଷ୍ଟରେ ହୋଣ୍ଡାର ୭୮୮୦ ୟୁନିଟ୍‌ ଘରୋଇ ଯାନ ବିକ୍ରି

ଭୁବନେଶ୍ୱର ୪।୯: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ଚଳିତ ବର୍ଷ ଅଗଷ୍ଟ ମାସର ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୨୦୨୩ ଅଗଷ୍ଟରେ କମ୍ପାନୀ ୭୮୮୦ ୟୁନିଟ ଯାନ ଘରୋଇ ବଜାରରେ ବିକ୍ରି କରିଥିଲାବେଳେ ୨୧୮୯ ୟୁନିଟ୍‌ ଯାନ ରପ୍ତାନି କରିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ୨୦୨୨ଅଗଷ୍ଟରେ କମ୍ପାନୀ ୭୭୬୯ ୟୁନିଟ୍‌ ଯାନ ଘରୋଇ ବଜାରରେ ବିକ୍ରି କରିଥିଲାବେଳେ ୨୩୫୬ ୟୁନିଟ ଯାନ ରପ୍ତାନି କରିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।

ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ ନିର୍ଦ୍ଦେଶକ (ବିକ୍ରି ଏବଂ ବିପଣନ) ୟୁଚୀ ମୁରାତା କହିଛନ୍ତି, ଆମେ ବର୍ତ୍ତମାନ ଗ୍ରାହକଙ୍କ ଚାହିଦା ଓ ଆବଶ୍ୟକତା ପୂରଣକୁ ଗୁରୁତ୍ୱ ଦେଉଛୁ। ଏପରିକି ଆମର ହୋଣ୍ଡା ସିଟି ଏବଂ ହୋଣ୍ଡା ଆମେଜ ବଜାରରେ ଭଲ ଫଳାଫଳ ସହ ଗ୍ରାହକ ପସନ୍ଦର ଯାନ ପାଲଟିଛି। ଆଗାମୀ ପାର୍ବଣ ଋତୁରେ ମଧ୍ୟ କାରବାରରେ ବଡ଼ ପରିବର୍ତ୍ତନ ହେବାକୁ ଥିବାବେଳେ କମ୍ପାନୀର ନୂଆ ଏଲଭେଟ ମଧ୍ୟ ଗ୍ରାହକଙ୍କ ପସନ୍ଦର ଯାନ ପାଲଟିବ ବୋଲି ଆଶା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri