ଜାନୁଆରୀରେ ହୋଣ୍ଡାର ୮୬୮୧ ୟୁନିଟ୍‌ ବିକ୍ରି, ଘରୋଇ ବିକ୍ରି ପଞ୍ଜୀକରଣରେ ୧୧% ବୃଦ୍ଧି

ଭୁବନେଶ୍ୱର,୨।୨: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ପଞ୍ଜୀକରଣରେ କ୍ରମାଗତ ବୃଦ୍ଧି ଘଟୁଛି। ଫଳରେ ୨୦୨୪ ଜାନୁଆରୀରେ ହୋଣ୍ଡା କାର୍‌ସର ମୋଟ ୮୬୮୧ ୟୁନିଟ୍‌ ଯାନ ବିକ୍ରି ହୋଇଛି। ଏପରିକି ୨୦୨୩ର ସମାନ ଅବଧିରେ କମ୍ପାନୀର ମୋଟ ଘରୋଇ ବିକ୍ରି ୭୮୨୧ ୟୁନିଟ୍‌ ଥିଲା। ଅପରପକ୍ଷରେ ହୋଣ୍ଡା କାର୍‌ସ ୨୦୨୪ ଜାନୁଆରୀରେ ମୋଟ ୪୫୩୧ ୟୁନିଟ୍‌ ଯାନ ରପ୍ତାନି କରିଥିଲାବେଳେ ୨୦୨୩ର ସମାନ ଅବଧିରେ ମୋଟ ୧୪୩୪ ୟୁନିଟ୍‌ ରପ୍ତାନି ପଞ୍ଜୀକରଣ ହୋଇଥିଲା। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ନିର୍ଦ୍ଦେଶକ (ମାକେଟିଂ ଆଣ୍ଡ ସେଲ୍‌ସ) ୟୁଇଚି ମୁରାତା କହିଛନ୍ତି, ବର୍ଷ ପ୍ରାରମ୍ଭରେ ବ୍ରାଣ୍ଡ୍‌ର ଚାହିଦା ଓ କାରବାର ସହିତ ହୋଣ୍ଡା ଏଲିଭେଟର ଡିମାଣ୍ଡ ଯୋଗୁ ଆମେ ଏକ ରେକର୍ଡ ପରିମାଣର ସେଲ୍‌ସ କରିପାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri