ହୋଣ୍ଡାର ସଡ଼କ ସୁରକ୍ଷା ସଚେତନତା

ଭୁବନେଶ୍ୱର: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ଓଡ଼ିଶାର ବିଭିନ୍ନ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ସହଯୋଗରେ ଯୁବପିଢ଼ିଙ୍କ ମଧ୍ୟରେ ଏକ ଭିନ୍ନ ଢଙ୍ଗର ସଚେତନତାର ବାର୍ତ୍ତା ବଣ୍ଟନ କରାଯାଇଛି। ହୋଣ୍ଡା ସଡ଼କ ସୁରକ୍ଷା ଇ-ଗୁରୁକୁଳର ୩ ମାସିଆ କାର୍ଯ୍ୟକ୍ରମ ଜୁଲାଇରୁ ଆରମ୍ଭ ହୋଇଥିଲା। କମ୍ପାନୀ ପକ୍ଷରୁ ଏହା ଏକ ସ୍ବତନ୍ତ୍ର ଡିଜିଟାଲ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ। ଭୁବନେଶ୍ୱର, ବାଲେଶ୍ୱର, ବଡ଼ବିଲ, ମୟୂରଭଞ୍ଜ, ଢେଙ୍କାନାଳ, ବାରିପଦା, ଯାଜପୁର, କଟକ, ଶେରଗଡ, ଫୁଲବାଣୀ, ହିଞ୍ଜିଳିକାଟୁ, ନୟାଗଡ, ଛତ୍ରପୁର ଓ ରାୟଗଡ଼ା ଭଳି ୧୪ଟି ସହରରେ ଥିବା ୧୫ଟି ଆଇଟିଆଇରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରାୟ ୨୪ଟି ଅନ୍‌ଲାଇନ ଅଧିବେଶନ ଜରିଆରେ ୧୫୦୦ରୁ ଊର୍ଦ୍ଧ୍ୱ ଆଇଟିଆଇ ଛାତ୍ରୀଛାତ୍ରଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବରିଷ୍ଠ ଉପସଭାପତି,ବ୍ରାଣ୍ଡ ଆଣ୍ଡ କମ୍ୟୁନିକେଶନ ପ୍ରଭୁ ନାଗରାଜ କହିଛନ୍ତି, କୋଭିଡ୍‌-୧୯ର ନୂଆ ସ୍ବାଭାବିକ ସମୟରେ ଏକ ଦାୟିତ୍ୱବାନ ଗାଡି ଚାଳକ ଓ ସଡ଼କ ବ୍ୟବହାରକାରୀ ଗଠନ କରିବା ହେଉଛି ମୂଳ ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri