ହୋଣ୍ଡାର ସଡ଼କ ସୁରକ୍ଷା ସଚେତନତା

ଭୁବନେଶ୍ୱର: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ଓଡ଼ିଶାର ବିଭିନ୍ନ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ସହଯୋଗରେ ଯୁବପିଢ଼ିଙ୍କ ମଧ୍ୟରେ ଏକ ଭିନ୍ନ ଢଙ୍ଗର ସଚେତନତାର ବାର୍ତ୍ତା ବଣ୍ଟନ କରାଯାଇଛି। ହୋଣ୍ଡା ସଡ଼କ ସୁରକ୍ଷା ଇ-ଗୁରୁକୁଳର ୩ ମାସିଆ କାର୍ଯ୍ୟକ୍ରମ ଜୁଲାଇରୁ ଆରମ୍ଭ ହୋଇଥିଲା। କମ୍ପାନୀ ପକ୍ଷରୁ ଏହା ଏକ ସ୍ବତନ୍ତ୍ର ଡିଜିଟାଲ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ। ଭୁବନେଶ୍ୱର, ବାଲେଶ୍ୱର, ବଡ଼ବିଲ, ମୟୂରଭଞ୍ଜ, ଢେଙ୍କାନାଳ, ବାରିପଦା, ଯାଜପୁର, କଟକ, ଶେରଗଡ, ଫୁଲବାଣୀ, ହିଞ୍ଜିଳିକାଟୁ, ନୟାଗଡ, ଛତ୍ରପୁର ଓ ରାୟଗଡ଼ା ଭଳି ୧୪ଟି ସହରରେ ଥିବା ୧୫ଟି ଆଇଟିଆଇରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରାୟ ୨୪ଟି ଅନ୍‌ଲାଇନ ଅଧିବେଶନ ଜରିଆରେ ୧୫୦୦ରୁ ଊର୍ଦ୍ଧ୍ୱ ଆଇଟିଆଇ ଛାତ୍ରୀଛାତ୍ରଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବରିଷ୍ଠ ଉପସଭାପତି,ବ୍ରାଣ୍ଡ ଆଣ୍ଡ କମ୍ୟୁନିକେଶନ ପ୍ରଭୁ ନାଗରାଜ କହିଛନ୍ତି, କୋଭିଡ୍‌-୧୯ର ନୂଆ ସ୍ବାଭାବିକ ସମୟରେ ଏକ ଦାୟିତ୍ୱବାନ ଗାଡି ଚାଳକ ଓ ସଡ଼କ ବ୍ୟବହାରକାରୀ ଗଠନ କରିବା ହେଉଛି ମୂଳ ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri