ହୋଣ୍ଡୁରାସ ଜେଲରେ ଦଙ୍ଗା: ୪୧ ମହିଳା କଏଦୀଙ୍କ ମୃତ୍ୟୁ

ଟେଗୁସିଗାଲ୍ପା, ୨୧।୬: ହୋଣ୍ଡୁରାସର ଏକ ମହିଳା କାରାଗାରରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ମଙ୍ଗଳବାର ଦିନ ଜେଲରେ ୪୧ ମହିଳା କଏଦୀଙ୍କ ମୃତ୍ୟୁ ଘଟିଛି। ବାସ୍ତବରେ ବେଆଇନ କାର୍ଯ୍ୟକଳାପକୁ ନେଇ ଦୁଇଟି ଗୋଷ୍ଠୀ ମଧ୍ୟରେ ହୋଇଥିବା ହିଂସା ଯୋଗୁ କଏଦୀଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ହୋଣ୍ଡୁରାସର ଜାତୀୟ ପୋଲିସ ଅନୁସନ୍ଧାନ ଏଜେନ୍ସିର ମୁଖପାତ୍ର ୟୁରୀ ମୋରା ଏହି ଘଟଣା ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, ଅଧିକାଂଶ ପୀଡିତଙ୍କୁ ପୋଡି ଦିଆଯାଇଥିବା ବେଳେ କେତେକଙ୍କୁ ମଧ୍ୟ ଗୁଳି କରି ହତ୍ୟା କରାଯାଇଛି।

ସେ କହିଛନ୍ତି, ହୋଣ୍ଡୁରାସର ରାଜଧାନୀ ଟେଗୁସିଗାଲ୍ପାଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ଥିବା ତମାରା ଜେଲରେ ଏହି ଘଟଣା ଘଟିଛି। ଗୁରୁତର ଆହତ ମହିଳା କଏଦୀମାନେ ଟେଗୁସିଗାଲ୍ପା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri