ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍‌

ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍‌ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍‌ ପାଇଥିଲେ। ଯେଉଁଥିରେ ସାଢ଼େ ୧୦ ଲକ୍ଷ ଟଙ୍କାର ନଗଦ ରାଶି ଏବଂ ସୁନା ଭର୍ତ୍ତି ହୋଇ ରହିଥିଲା। ସୁନାର ମୂଲ୍ୟ ଭାରତୀୟ ମୁଦ୍ରାରେ ୪୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି। ରିତେଶ ପ୍ରଥମେ ଏହାକୁ ବିଶ୍ୱାସ କରିପାରି ନ ଥିଲେ। ତେବେ ସେ ଲୋଭର ବଶବର୍ତୀ ନ ହୋଇ ଜଣେ ଦାୟିତ୍ୱାବନ ନାଗରିକ ଭାବେ ଦୁବାଇ ପୋଲିସକୁ ଟଙ୍କା ଓ ସୁନା ଭର୍ତ୍ତି ବ୍ୟାଗ୍‌ଟିକୁ ହସ୍ତାନ୍ତର କରିଥିଲେ। ଏହି ଘଟଣାରେ ରିତେଶଙ୍କୁ ସ୍ଥାନୀୟ ଅଲ୍‌ କୁସେସ୍‌ ପୋଲିସର ନିର୍ଦ୍ଦେଶକ ବ୍ରିଗେଡିୟର ୟୁସୁଫ୍‌ ଅବଦୁଲା ସଲିମ୍‌ ଅଲୀ ଅଦିଦି ପୁରସ୍କୃତ କରିଛନ୍ତି। ପୋଲିସ ବର୍ତ୍ତମାନ ବ୍ୟାଗ୍‌ର ପ୍ରକୃତ ମାଲିକଙ୍କ ସନ୍ଧାନରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri