ଏଆର୍‌ ରେହମାନଙ୍କୁ ମୁଣ୍ଡିଆ ମାରିଲେ ହନି ସିଂ

ବମ୍ବେ: ଚଳିତ ବର୍ଷ ଆବୁଧାବିରେ ଆଇଫା ଆଓ୍ବାର୍ଡସ୍‌ର ଆୟୋଜନ କରାଯାଇଛି। ବଲିଉଡର ବହୁ ଆଗଧାଡ଼ିର କଳାକାରଙ୍କଠାରୁ ଆରମ୍ଭ କରି ଗାୟକମାନେ ଏହି ସମାରୋହରେ ଯୋଗ ଦେଇଛନ୍ତି। ବିଶେଷକରି ପଞ୍ଜାବୀ ଗାୟକ ୟୋ ୟୋ ହନି ସିଂ ଭିନ୍ନ ଅବତାରରେ ନଜର ଆସିଛନ୍ତି। ସେଠାରେ ସେ ଖୁବ୍‌ଶୀଘ୍ର ନିଜର ଦଶ ନୂଆ ଗୀତ ନେଇ ଆସୁଥିବା ଜଣାଇଛନ୍ତି। ଏହି ଘୋଷଣା କରି ସେ ସମସ୍ତଙ୍କୁ ଚକିତ କରିଛନ୍ତି। ଏହାଛଡ଼ା ହନି ଗାୟକ ଗୁରୁ ରନ୍ଧାବାଙ୍କ ସହ ଷ୍ଟେଜ୍‌ରେ ପର୍‌ଫର୍ମ କରିବା ସମୟରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାରେ ରହିଛି।

କଥାଟି ଏପରି। ଆଇଫା ଆଓ୍ବାର୍ଡସ୍‌ ସମାରୋହର ଆଗ ଧାଡ଼ିରେ ଏଆର୍‌ ରେହମାନ ବସିଥିଲେ। ହନି ଷ୍ଟେଜ୍‌ରେ ଥାଇ ତାଙ୍କୁ ଦେଖିବା ପରେ ତଳକୁ ଆସିଥିଲେ। ସେ ରେହମାନଙ୍କ ପାଦ ତଳେ ମୁଣ୍ଡ ଲଗାଇ ମୁଣ୍ଡିଆ ମାରିଥିଲେ। ପରେ ହନିଙ୍କୁ ରେହମାନ ଉଠାଇଥିଲେ। ଏହାର ଏକ ଭିଡିଓ ବେଶ ଭାଇରାଲ ହେଉଛି। ପ୍ରଶଂସକମାନେ ତାଙ୍କର ଏଭଳି ବ୍ୟବହାରକୁ ନେଇ ଖୁସି ପ୍ରକାଶ କରିଛନ୍ତି। ହନି ମଧ୍ୟ ନିଜେ ଏହାର ଏକ ଭିଡିଓ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହାର କ୍ୟାପ୍‌ଶନରେ ସେ ଲେଖିଛନ୍ତି ‘ମୋ ଜୀବନର ସ୍ବତନ୍ତ୍ର ମୂହୁର୍ତ୍ତ। ଏଆର୍‌ ରେହମାନ ସାର୍‌ଙ୍କ ସହ’।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣା: ଆଉ ଜଣେ ଗିରଫ

ମହାକାଳପଡ଼ା, ୨୦।୬( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସକୁ ଆଉ…

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର, ୨୦/୬: ରାଜଧାନୀ ଭୁବନେଶ୍ୱରରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଶ୍ରୀ ସାଇ ବିହାର ଅଞ୍ଚଳରେ…

ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ

ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି…

ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାଙ୍କ ସଫଳତା

ପାତ୍ରପୁର/ଦିଗପହଣ୍ଡି, ୧୯।୬ (ଉମା ଚରଣ ନେପାକ/ଅଶେଷ ନାଥ ମିଶ୍ର): କଟକସ୍ଥିତ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାମାନେ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri