ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ ରଖିବା ପାଇଁ ଶବାଗାରରେ ସ୍ଥାନର ଅଭାବ ଦେଖାଦେଇଛି। ହଂକଂର ବହୁ ଲୋକ କରୋନା ଟିକା ନେଇ ନାହାନ୍ତି।
ଏଭଳି ଧାରା ଜାରି ରହିଲେ ଖୁବ୍‌ ଶୀଘ୍ର ଲକ୍‌ ଡାଉଡାଉନ୍‌ ହେବାର ଆଶଙ୍କା ଥିବା କୁହାଯାଉଛି।

ସହରର ପବ୍ଲିକ୍‌ ଡାକ୍ତରଙ୍କ ଆସୋସିଏଶନ୍‌ର ପ୍ରମୁଖ ଟୋନି ଲିଙ୍ଗ କହିଛନ୍ତି ଯେ, ଶବାଗାରରେ ସ୍ଥାନର ଅଭାବ ଦେଖାଦେଇଛି। ପ୍ରିୟ ପରିଜନଙ୍କ ମୃତଦେହ ନେବାଲାଗି ହସ୍ପିଟାଲ ଗୁଡ଼ିକ ସମ୍ମୁଖରେ ଲମ୍ବା ଧାଡ଼ି ଲାଗି ରହୁଛି। ସ୍ଥିତି ପୁଣିଥରେ ସ୍ଥିତି ଅଣାୟତ୍ତ ହେଉଥିବାରୁ ସରକାର ଲକ୍‌ଡାଉନ୍‌ ଲାଗୁ କରିବା ନେଇ ଯୋଜନା କରୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?