Posted inଖେଳ

ଟସ୍‌ ଜିତିଲା ହଂକଂ: ପ୍ରଥମେ ବ୍ୟାଟିଂ କରିବ ଭାରତ

ଦୁବାଇ,୩୧।୮: ଏସିଆ କପ୍‌ ୨୦୨୨ରେ ଭାରତ ଦ୍ୱିତୀୟ ମ୍ୟାଚ୍‌ ଆଜି ହଂକଂକୁ ଭେଟୁଛି। ଏହି ମ୍ୟାଚ୍‌ରେ ହଂକଂ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ଭାରତର ଅଧିନାୟକ ରୋହିତ ଶର୍ମା ଟିମ୍‌ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ହାର୍ଦ୍ଦକ ପାଣ୍ଡ୍ୟାଙ୍କ ବଦଳରେ ଦଳରେ ରିଷଭ ପନ୍ତଙ୍କୁ ସାମିଲ କରାଯାଇଛି। ଏହି ମ୍ୟାଚ୍‌ ଜିତି ଭାରତ ଏସିଆ କପ୍‌ର ସୁପର ୪ ରେ ସ୍ଥାନ ପାଇବାକୁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri