ଅନର୍‌୯୦ ୫ଜି ଉନ୍ମୋଚିତ

ଭୁବନେଶ୍ୱର,୧୮।୯: ଏଚ୍‌ଟେକ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅନର୍‌୯୦ ୫ଜି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ସେହିଭଳି ଶିଳ୍ପ ଅଗ୍ରଣୀ କ୍ୱାଡ୍‌-କର୍ଭଡ ଫ୍ଲୋଟିଙ୍ଗ୍‌ ଡିସେ୍‌ପ୍ଲ ସହ ସୁସଜ୍ଜିତ ଅନର୍‌୯୦ ୫ଜିରେ ୩ଟି କ୍ୟାମେରା ଯଥା ୨୦୦ ଏମ୍‌ପି ମେନ୍‌ କ୍ୟାମେରା, ୧୨ଏମ୍‌ପି ଅଲ୍‌ଟ୍ରାୱାଇଡ୍‌ କ୍ୟାମେରା ଓ ୫୦ଏମ୍‌ପି ସେଲ୍‌ଫି କ୍ୟାମେରାରୁ ୩୦ଏଫ୍‌ପିଏସ୍‌ରେ ୪କେ ଭିଡିଓ ରେକର୍ଡିଙ୍ଗ୍‌ ପ୍ରଦାନ କରିବା ପାଇଁ ପ୍ରୋସେସର ଶକ୍ତିକୁ ବ୍ୟବହାର କରିଥାଏ।

ଏ ସମ୍ପର୍କରେ ଏଚ୍‌ଟେକ୍‌ର ସିଇଓ ମାଧବ ସେଠ୍‌ କହିଛନ୍ତି, ଅନର୍‌୯୦ ୫ଜି’ର ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ବିଶେଷ କରି ଅନର୍‌ର ମଜଭୁତ ନେଟ୍‌ୱର୍କ ଓ ମୂଲ୍ୟ ଶୃଙ୍ଖଳାର ବ୍ୟବହାର କରି ଆମେ ଭାରତ ବଜାରରେ ପ୍ରଥମ ସ୍ମାର୍ଟଫୋନ୍‌ର ଶୁଭାରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri