Posted inଜାତୀୟ

ପ୍ରେମିକଙ୍କ ସହ ଝିଅକୁ ଜିଅନ୍ତା ଜାଳିଦେଲେ ପରିବାର ଲୋକେ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରେମିକା-ପ୍ରେମିକଙ୍କ ଜୀଅନ୍ତା ଜାଳି ଦିଆଯାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ଉଭୟଙ୍କ ମୃତ୍ୟୁ ଘଟିଛି। ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଡିଜି ଏବଂ ଏସପି କାନପୁର ଡାକ୍ତରଖାନାରେ ପହଞ୍ଚିଛନ୍ତି। ସେଠାରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୂଚନାନୁସାରେ, ଗାଁର ଜଣେ ଯୁବକ ଉକ୍ତ ଗାଁର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ବୁଧବାର ସାରେ ଝିଅଟି ପ୍ରେମିକକୁ ଭେଟିବାକୁ ଡାକିଥିଲେ। ଏହା ଜାଣିପାରି ତାଙ୍କ ପରିବାର ସଦସ୍ୟ ଉତ୍ତେଜିତ ହୋଇପଡିଥିଲେ। ପ୍ରେମିକ ପହଞ୍ଚିବା କ୍ଷଣି ଉଭୟଙ୍କୁ ପ୍ରଥମେ ଠେଙ୍ଗାରେ ପିଟିଥିଲେ। ପରେ ଦୁହଁିଙ୍କୁ ଜୀବନ୍ତ ଜାଳିଦେଇଥିଲେ। ଆହତ ଅବସ୍ଥାରେ ଲୋକମାନେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା। ଏଥିସହ ମୃତ ଯୁବକଙ୍କ ପିତା ଝିଅର ପରିବାର ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ପୋଲିସ ବର୍ତ୍ତମାନ ମାମଲାର ତଦନ୍ତ କରୁଛି। ଏହି ମାମଲାରେ ୯ ଜଣଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri