Posted inଜାତୀୟ

ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଲେ ଛତିଶଗଡ ସରକାର

ରାୟପୁର,୧୭।୨: ଛତିଶଗଡ ସରକାର ରାଜ୍ୟରେ ହୁକ୍କା ବାର କାରବାରକୁ ବେଆଇନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନେତୃତ୍ୱରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲଗୁଡିକରେ ହୁକ୍କା ବାର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିୟମ ଉଲ୍ଲଙ୍ଘନ ହେଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହ ଜରିମାନା ଆଦାୟ ହେବ ବୋଲି କୁହାଯାଇଛି। ତେବେ ରାଜ୍ୟରେ ନିଶା କାରବାର ବଢୁଥିବାବେଳେ ଏଭଳି ନିଷ୍ପତ୍ତି ଯୁବପିଢିଙ୍କ ସ୍ବାସ୍ଥ୍ୟ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri