Posted inଜାତୀୟ

୨୦୨୬ର ପ୍ରଥମ ଶକ୍ତିଶାଳୀ ବାତ୍ୟା ‘ହୋରାସିଓ’, ପାଣିପାଗ ବିଭାଗ କହିଲା ଏହା ଭାରତ ଉପରେ…

ନୂଆଦିଲ୍ଲୀ,୨୬ା୨: ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ତେଲଙ୍ଗାନା ରାଜ୍ୟରେ ବର୍ଷା ହେଉଛି। ଭାରତ ମହାସାଗରରେ ହୋରାସିଓ ନାମକ ଏକ ବଡ଼ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି, ଏହା ଏପର୍ଯ୍ୟନ୍ତ ବର୍ଷର ସବୁଠାରୁ ବିପଦପୂର୍ଣ୍ଣ ଘୂର୍ଣ୍ଣିଝଡ଼, ଘଣ୍ଟା ପ୍ରତି ୨୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି। ତେବେ ପାଣିପାଗ ବିଭାଗ କହିଛି, ଏହା ଭାରତ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ଦକ୍ଷିଣ ପଶ୍ଚିମ ଭାରତ ମହାସାଗରରେ ଏହି ବାତ୍ୟାଟି ରହିଛି।

ହାଇଦ୍ରାବାଦ ପାଣିପାଗ କେନ୍ଦ୍ର କହିଛି, ଆଜି ମଧ୍ୟ ବର୍ଷା ଜାରି ରହିବ। ସାଙ୍ଗାରେଡ୍ଡି, ରଙ୍ଗାରେଡ୍ଡି, ମେଡକ ଏବଂ କାମାରେଡ୍ଡି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଘଡ଼ଘଡ଼ି ଏବଂ ବିଜୁଳି ସହିତ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ସତର୍କ କରାଇ କହିଛି, କିଛି ଅଞ୍ଚଳରେ ଘଡ଼ଘଡ଼ି ଏବଂ ବିଜୁଳି ସହିତ ହାଲୁକା ବର୍ଷା ହୋଇପାରେ। ବିଶେଷକରି, କୁଥବୁଲ୍ଲାପୁର, କୁକଟପାଲି, ସେରିଲିଙ୍ଗାମପାଲି, କ୍ୟାଣ୍ଟନମେଣ୍ଟ ଏବଂ ଅଲଓ୍ବାଲ ଭଳି ସ୍ଥାନରେ ହାଲୁକା ଧରଣର ବର୍ଷା ହୋଇପାରେ।

କୁହାଯାଉଛି, ଏହି ବାତ୍ୟାକୁ ୨୦୨୬ର ଭୀଷଣ ବାତ୍ୟା କୁହାଯାଉଛି। ୧୯୯୯ରେ ଓଡ଼ିଶାରେ ହୋଇଥିବା ବାତ୍ୟା ପରି ଏହି ବାତ୍ୟା ହେବ। ତେବେ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପକାଇବ ନାହିଁ। ଯାହା ଏକ ଆଶ୍ୱସ୍ତିକର ଖବର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri