ଇଟାଲୀରେ ବିରୁଡି ଆତଙ୍କ, ଘରୁ ବାହାରିବାକୁ ଭୟଭୀତ ହେଉଛନ୍ତି ଲୋକେ…

ରୋମ,୧।୧୧ : ସମ୍ପ୍ରତି ଇଟାଲୀର ରାଜଧାନୀ ରୋମରେ ଏକ ଛୋଟ କୀଟ ସମଗ୍ର ସହରରେ ଆତଙ୍କ ସୃଷ୍ଟି କରିଛି ଏବଂ ଆତଙ୍କ ଏପରି ହୋଇଛି କୀଟଦଂଶନ ଭୟ ଯୋଗୁ ଲୋକମାନେ ନିଜ ଘରୁ ବାହାରକୁ ଯିବାକୁ ମଧ୍ୟ ଦ୍ୱିଧା କରୁଛନ୍ତି। ବାସ୍ତବରେ, ବର୍ତ୍ତମାନ ବିରୁଡି ରୋମ ସହରରେ ନିଜର ଆତଙ୍କ ସୃଷ୍ଟି କରିଛି । ଗଣମାଧ୍ୟମ ରିପୋର୍ଟ ମାଧ୍ୟମରେ ଏହା ସାମ୍ନାକୁ ଆସିଛି ଭେସ୍ପା ଓରିଏଣ୍ଟାଲିସ ହେଉଛି ଏକ ଓରିଏଣ୍ଟାଲ ହର୍ନେଟ(ବିରୁଡି )। ଏହା ସହିତ, ହର୍ନେଟ ବିଷୟରେ ସୂଚନା ମଧ୍ୟ ସାମ୍ନାକୁ ଆସିଛି ଏହି ହର୍ନେଟଗୁଡିକ ସାଧାରଣତଃ ଆଫ୍ରିକା ଏବଂ ଦକ୍ଷିଣ ପୂର୍ବ ଏସିଆରେ ଦେଖାଯାଏ, କିନ୍ତୁ ଆଜିକାଲି ଇଟାଲୀର ରୋମ ସହରରେ ସେମାନଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି।

ଗଣମାଧ୍ୟମର ରିପୋର୍ଟ ମାଧ୍ୟମରେ ଏହା ପ୍ରକାଶ ପାଇଛି ୨୦୨୧ ମସିହାରେ ରୋମର ମୋଣ୍ଟେଭେର୍ଡେ ଜିଲାରେ ଲାଲ-ବାଦାମୀ ବିରୁଡି ପୁନର୍ବାର ଦେଖାଯାଇଥିଲା। ଏହାପୂର୍ବରୁ ୧୯୫୦ ମସିହାରେ, ବିରୁଡି ବଂଶ ଦେଖାଦେଇଥିଲେ। ରୋମରେ ବ୍ୟାପିଥିବା ଏହି ସମସ୍ୟାର ମୁକାବିଲା ପାଇଁ କୌଣସି ସରକାରୀ ଯୋଜନା ସମ୍ପର୍କରେ ପ୍ରଶାସନ ଏପର୍ଯ୍ୟନ୍ତ ସୂଚନା ପ୍ରକାଶ କରିନାହିଁ।

ରୋମ ସହରରେ ବୃଦ୍ଧି ପାଉଥିବା ଆବର୍ଜନା ବିରୁଡି ବଂଶ ବଢ଼ିବାର ମୁଖ୍ୟ କାରଣ ବୋଲି କୁହାଯାଉଛି। ଏହ ସହିତ ରୋମର ବଢଚଥିବା ତାପମାତ୍ରା ବିରୁଡି ଦଂଖ୍ୟା ବୃଦ୍ଧି ହେବାର ସୁଯୋଗ ଦେଉଛି । ଏନେଇ ସ୍ଥାନୀୟ ପ୍ରଶାସନ ଚିନ୍ତାରେ ପଡିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri