Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
ଲାଗି ରହିଥିବା ବିବାଦୀୟ ପରିସ୍ଥିତିର ପୂର୍ଣ୍ଣଚ୍ଛେଦ ଘଟିବାର ଆଶା ରହିଛି। ଯେ କୌଣସି ପରିସ୍ଥିତି ହେଲେ ମଧ୍ୟ ନିକଟସ୍ଥ ବ୍ୟକ୍ତିମାନଙ୍କୁ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କିନ୍ତୁ କ୍ରୟ, ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ ନଚେତ୍‌ ଠକାମିରେ ପଡ଼ିପାରନ୍ତି। ବନ୍ଧୁମାନଙ୍କ ପରାମର୍ଶ କ୍ରମେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ହିତୈଷୀମାନଙ୍କ ତରଫରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ନିର୍ମାଣ, ଆନୁଷ୍ଠାନିକ ଓ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ସାମାଜିକ ସ୍ତରରେ ନୂତନ ଯୋଜନାରମ୍ଭ କରି ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ କାମକରିବା ସକାଶେ ଉତ୍ସାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ଉଦ୍ୟମ ସଫଳ ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। ଜମିଜମା କିମ୍ବା ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ଯାତ୍ରା କାଳରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ପାରିପାର୍ଶ୍ୱିକ ସ୍ତରରେ କୌଣସି ବ୍ୟତିକ୍ରମ ସକାଶେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟାଇବ। ଅଫିସିଆଲି ସ୍ତରରୁ ଅଚାନକ ଶୁଭ ଖବର ଶୁଣି ଖୁସି ହେବେ। ଚେଷ୍ଟା କରୁଥିବା କାମରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କ ସକ୍ରିୟତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା କାରଣରୁ ସାମୟିକ ଖୁସି ରହିବେ। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ ଅସୁବିଧା କ୍ଷେତ୍ରରେ ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଜିର ଆଲୋଚନା କାଳରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା। ଯାତ୍ରା ସଫଳ ହେବ କିନ୍ତୁ ବିଳମ୍ବିତ ସମୟରେ ଲକ୍ଷ୍ୟ ହାସଲ କରିବେ।
ତୁଳା
ତୁଳା
ସାଧାରଣ କଥାରେ ଉତ୍ତେଜିତ ନ ହୋଇ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଅଧିକାଂଶ ସମୟ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ସମ୍ଭାବନା ରହିଛି। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବିଛା
ବିଛା
ପରିସ୍ଥିତିରେ ଉନ୍ନତି ଘଟିବା କାରଣରୁ କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟସ୍ତତା ଦୂର ହୋଇଯିବ। ଖଳ ଲୋକମାନେ ଅପପ୍ରଚାର କରିବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଳହ ସୃଷ୍ଟିର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ ଏବଂ ସଭାସମିତି ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି।
ମକର
ମକର
ଭୁଲ ବୁଝାମଣାବଶତଃ ହଠାତ୍‌ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପୂର୍ବ ସ୍ଥିରୀକୃତ ଯୋଜନାଗୁଡ଼ିକ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଶୁଭପ୍ରଦ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ଦ୍ୱାରା ସମସ୍ୟା ବଢ଼ିବ ସିନା କମିବ ନାହିଁ। କର୍ମକ୍ଷେତ୍ର ପୂର୍ବ ଦିନମାନଙ୍କ ଭଳି ଆଜି ମଧ୍ୟ ରହିବ।
ମୀନମୀନ
ଆଜି ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସତର୍କତା ଅବଲମ୍ବନ କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri