Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ
କୈାଣସି ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେଇ ପରିଶେଷରେ ନାସ୍ତିବାଣୀ ଶୁଣାଇବେ।
ବୃଷ
ବୃଷ
ଅପେକ୍ଷା କରିଥିବା ଖବରଟି ଆକସ୍ମିକ ଭାବରେ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ନିକଟରୁ ପାଇବେ । ବନ୍ଧୁଙ୍କ ଘରୋଇ ବ୍ୟାପାରରେ କୌତୂହଳ ହୋଇ କଳହକୁ ନିୟନ୍ତ୍ରଣ କରିପାରନ୍ତି। ଆଲୋଚନା କାଳରେ ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଆର୍ଥିକ ସ୍ଥିତି ଓ ସାମାଜିକ ପରିସ୍ଥିତି ପ୍ରାୟତଃ ଠିକ୍‌ ରହିବ।
ମିଥୁନ
ମିଥୁନ
ପ୍ରତ୍ୟକ କ୍ଷେତ୍ର୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ। ବ୍ୟାବହାରିକ ମତା‘ର ଜନିତ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି। ବାରମ୍ବାର ପ୍ରତିବନ୍ଧକ ଲାଗି ରହିବା କାରଣରୁ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ସୂଚନା ରହିଛି।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ କଠିନ ଶ୍ରମ କିମ୍ବା ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଲାନ୍ତି ଅନୁଭବ କରିବେ। କୈାଣସି ମୂଲ୍ୟବାନ୍‌ ଜନିଷ କିଣିବା ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଓ ଅନୁଗାମୀ ମାନଙ୍କ ସମର୍ଥନ କାମକୁ ତ୍ୱରାନ୍ବିତ କରିବ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
କାଯର୍‌ୟହାନୀ କାରଣରୁ ମାନସିକ ଅବସାଦ ଜନିତ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଆଲୋଚନା ସମରେ ନିଜ ପକ୍ଷ ରଖିବା ସକାଶେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ବାକ୍‌ ବନ୍ଧୁ ଗହଣରେ ବାକ୍ଚାତୁରୀ ବଳରେ ଅ୍ଯଯମାନଙ୍କୁ ଖୁସୀ କରାଇପାରନ୍ତି।
କନ୍ୟା
କାଯର୍‌ୟହାସଲ ସକାଶେ ପଡୋଶୀମାନେ ସହଯୋଗର ହାତ ବଢାଇବେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ । ଆକସ୍ମିକ ଭାବରେ ପିତାଙ୍କ ସ୍ବାସ୍ଥ୍ୟହାନୀ ଦୁଶ୍ଚିନ୍ତାର କାରଣ ହୋଇପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମାନସିକ ଦ୍ୱନ୍ଦର ଅବସାନ ଘଟିବ ।
ତୁଳା
ତୁଳା
ପ୍ର୍ଯଯେକ କ୍ଷେତ୍ରରେ ସହମତି କାରଣରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କାଟିବେ । ଆବ୍ଯଯକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିପାରନ୍ତି। ମନୋବଳ ପ୍ରବଳ ରହିଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ବୃତି,ବାଣିଜ୍ୟ ଓ କଳା ସାହିତ୍ୟ ରେ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ପଡୋଶୀଙ୍କ ସହାୟତାରେ ପାରିବାରିକ କ୍ଷେତ୍ରରେ ସମ୍ଯଯା ସମାଧାନ ହେବ। କର୍ମକ୍ଷେତ୍ରରେ ସତର୍କତାର ସହ ଚଳିବା ଭଲ ହେବ,ଅ୍ଯଯଥା ସମ୍ଯଯା ଆସିପାରେ।ପରୋକ୍ଷ ଭାବେ ଶତ୍ରୁତା କରୁଥବା ପଡୋଶୀ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ହଠାତ୍‌ ଦୂରଯାତ୍ରା କରିବାକୁ ପଡିପାରେ।
ଧନୁ
ଧନୁ
ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ । ଶତ୍ରୁମାନେ ମିତ୍ରତା ଛଳରେ ପାଖେଇ ଆସିବେ ସିନା କୌଣସି କ୍ଷତି କରିପାରିବେ ନାହିଁ । ଆଲୋଚନା ସମୟରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ବନ୍ଧୁଙ୍କ ସହାୟତାରେ ଧାତବ ଜନିତ ଦ୍ର୍ଯଯ ଲାଭର ଯୋଗ ରହିଛି ।
ମକର
ମକର
ଆଜି ଦିନଟିରେ ବିଭିନ୍ନ ସମ୍ଯଯା ମଧ୍ୟରେ ମନ ଅଶା‘ ରହିବ । ପରିସ୍ଥିତିବଶତଃ ପ୍ରତେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହେବେ । ଘରେ ପିଲାମାନଙ୍କ ପଢା ସମ୍ଯଯା ନେଇ ମନ ଭାରାକା‘ ରହିବାର ସୂଚନା ରହିଛି । କୈାଣସି ବନ୍ଧୁଙ୍କ ସମ୍ପର୍କରେ ପଡୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ ।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ କୈାଣସି କାମ ସକାଶେ ମୋଟାଅଙ୍କର ଅର୍ଥ ଆବ୍ଯଯକ ହୋଇପାରେ । ସରକାରୀ ସ୍ତରରୁ ବହୁତ ଦିନରୁ ପ୍ରତିକ୍ଷିତ ଖବର ପାଇ ଖୁସି ହେବେ । ପରକଥାରେ ପଡି ଭୂଲ ମାର୍ଗର ଅନୁସରଣ କରିପାରନ୍ତି । ଦିନର ଅଧିକାଂଶ ସମୟ ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁଁ ବ୍ୟସ୍ତ ରହିବେ ।
ମୀନମୀନ

କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ମାତ୍ର ନିଜର ଉଦାରତା ଗୁଣରୁ ପ୍ରଶଂସା ପାଂଇବେ । ସାମାଜିକ ସ୍ତରରେ ନିଃସହାୟ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପଯର୍‌ୟାୟରେ ପହଂଚିବାର ଆଶା କରାଯାଇପାରେ । ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri