Posted inRasifala

ରାଶିଫଳ: ବୁଧବାର, ମେ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସତ କହି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ସ୍ଥିରତା ଆଦୌ ରହିବ ନାହିଁ। କୌଣସି ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରୁ ଶ୍ରଦ୍ଧା ଓ ସମ୍ମାନ ମିଳିବ। ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବାର ସୂଚନା ରହିଛି ।
ମିଥୁନ
ମିଥୁନ
ବନ୍ଧୁଙ୍କ କାର୍ଯ୍ୟରେ ସହଯୋଗୀ ହେବା ପ୍ରସ୍ତାବରେ କୁଣ୍ଠା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି। ଉପରିସ୍ଥ ପଦାଧିକାରୀଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ନୂତନ ସ୍ଥାନ ପରିଦର୍ଶନ, ସତ୍‌ସଙ୍ଗ ଓ ଆଧ୍ୟାମତ୍ିକତାରୁ ଶାନ୍ତି ଲାଭ କରିବେ।
କର୍କଟ
କର୍କଟ
ସାମୟିକ ପ୍ରତିବନ୍ଧକ ପ୍ରଗତିପଥରେ ଅନ୍ତରାୟ ସୃଷ୍ଟି କରିବ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଅପରାହ୍ନରେ ପାଇଯିବେ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ,ପରିବହନରେ ସଫଳତା ହାସଲ କରିବେ। ଗଣତନ୍ତ୍ରର ପ୍ରତୀକ ଶନିଙ୍କ ସ୍ଥିତିରୁ ରାଜନୈତିକ, ସାଂଗଠନିକ ଓ ଆଇନ, ଅଦାଲତ କ୍ଷେତ୍ରରେ ଉନ୍ନତଫଳ ପାଇବେ।
ସି˚ହ
ସି˚ହ
ରାଜନୈତିକ କ୍ଷେତ୍ରରେ ବିରୋଧର ସମ୍ମୁଖୀନ ହେବେ। ଆର୍ଥିକ ଦୂରବସ୍ଥା କାରଣରୁ ଇଚ୍ଛା କଲେ ମଧ୍ୟ କୌଣସି ଜିନିଷ କିଣି ନ ପାରି ମନ ଦୁଃଖ କରିବେ। ହଠାତ୍‌ ଶତ୍ରୁମାନଙ୍କ ମିତ୍ର ଭଳି ଆଚରଣ ଆପଣଙ୍କୁ ବିସ୍ମୟାଭୀଭୂତ କରିପାରେ। ଶାରୀରିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ପରେ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡିବ ।
କନ୍ୟା
ଆତ୍ମୀୟଙ୍କ ଅନୁରୋଧରେ କୌଣସି ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିଚାରବିମର୍ଶ ଚଳାଇ ପାରନ୍ତି। ସ୍ବାର୍ଥ ହାନି ଆଶଙ୍କାରେ ସହକର୍ମୀମାନେ ଭୁଲ୍‌ ବୁଝି ଅର୍ଥକୁ ଅନର୍ଥ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହୋଇପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କଲେ ଦ୍ୱନ୍ଦ୍ୱରେ ପଡ଼ିବାକୁ ହେବ।
ତୁଳା
ତୁଳା
ଆଲୋଚନା ସମୟରେ ପୂର୍ବନିଷ୍ପତ୍ତିର ପରିବର୍ତ୍ତନ କଲେ ବିରୋଧାମତ୍କ ପରିସ୍ଥିତି ସୃଷ୍ଟି ହୋଇପାରେ । ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ହଠାତ୍‌ ବନ୍ଧୁଙ୍କ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ଉଦ୍‌ବେଗଜନକ ନ ହେଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ପ୍ରଶାସନିକ ସ୍ତରରେ, ପ୍ରକାଶନ କ୍ଷେତ୍ରରେ, ଶିଳ୍ପ, ବାଣିଜ୍ୟରେ ସମସ୍ୟା ଦୂର ହୋଇପାରେ। ବିଗତ ଦିନମାନଙ୍କର କଥାକୁ ନେଇ ଭାବପ୍ରବଣତା ବୃଦ୍ଧି ପାଇବ। ସମ୍ପର୍କୀୟ ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା କେତେକାଂଶରେ ଦୂରୀଭୂତ ହୋଇପାରେ।
ଧନୁ
ଧନୁ
ପରିବାରରେ ଅଶାନ୍ତି, ନିଜ ଲୋକମାନଙ୍କ ଅନାସ୍ଥା ଭାବ ହେତୁ ମାନସିକ ସୁସ୍ଥତା ରହିବ ନାହିଁ। ଆଧ୍ୟାତ୍ମିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସାମାଜିକ ସ୍ତରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ହେବେ।
ମକର
ମକର
କର୍ମ କ୍ଷେତ୍ରରେ କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ହେତୁ ଜମା ଫରୁସତ୍‌ ପାଇବେ ନାହିଁ। ଉଚ୍ଚ ପଦାଧିକାରୀଙ୍କ ସହ ମତ ପାର୍ଥକ୍ୟ କାରଣରୁ ଟେନସନରେ ରହିବେ। ଆଗାମୀ ମାଙ୍ଗଳିକ ଉସତ୍ବ ପରିପ୍ରେକ୍ଷୀରେ ଅନ୍ୟ ମାନଙ୍କ ପରି ଖୁସୀ ହୋଇପାରିବେ ନାହିଁ। ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କହାନି ଦୁଶ୍ଚିନ୍ତାର କରଣ ହୋଇପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ପାରିବାରିକ ଜୀବନକୁ କେତେକାଂଶରେ ପ୍ରଭାବିତ କରିବ। ଲୋକ ସମ୍ପର୍କ, ଘରୋଇ କଥା, ଆନୁଷ୍ଠାନିକ ତଥା ସାମାଜିକ କାମରେ କଳହ ସୃଷ୍ଟି ହୋଇପାରେ। ଅବଶ୍ୟ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି ।
ମୀନମୀନ
କର୍ମକ୍ଷେତ୍ରରେ କେତେକ ନୂତନ ସୁଯୋଗ ପାଇବାର ମାର୍ଗ ଉନ୍ମୋଚିତ ହୋଇପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟମରେ କାମ କରିପାରିବେ । ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି। ପଡ଼ୋଶୀଙ୍କ ସହ କେତେକ ବିବାଦୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri