Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବା ସକାଶେ ମନ ବଳାଇପାରନ୍ତି।
ବୃଷ
ବୃଷ
ଆପଣଙ୍କ ବ୍ୟବହାରରେ କଠୋରତା ପ୍ରଦାନ କରି ସମସ୍ୟା ସୃଷ୍ଟିର କାରଣ ପାଲଟି ଯିବ। ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ଼ କରିବାକୁ ପଡ଼ିପାରେ। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା କଳହ ଜନିତ ପଡ଼ୋଶୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆମତ୍ୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆଜି ମନ ବୁଝିଲାଭଳି କଥା କହି କାମ ହାସଲ କରିପାରିବେ। ଟଙ୍କା ପଇସା ଯୋଗାଡ଼ ସକାଶେ ବିଭିନ୍ନ ଯୋଜନା କରିପାରନ୍ତି। ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ସ୍ଥଗିତକାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ପୂର୍ବରାଗ କ୍ରମରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ସୂଚନା ରହିଛି। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ କିନ୍ତୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ବନ୍ଧୁ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ ଓ ସୁନାମ ମଧ୍ୟ ପାଇବେ। ପ୍ରତ୍ୟାବର୍ତ୍ତନ ପଥରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ବନ୍ଧୁଙ୍କ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। ସାଂସ୍କୃତିକ କାର୍ଯ୍ୟରେ ଆମତ୍ୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri