Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ସକାଶେ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍‌ସନ୍‌ ଟିକିଏ ମାତ୍ରାରେ କମିଯିବ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ,ରପ୍ତାନି ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ବୃଷ
ବୃଷ
ସକାଳୁ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡା ସ୍ବଭାବଜନିତ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବାର ସମ୍ଭାବନା ରହିଛି। ଆର୍ଥିକ ଦିଗରୁ ଦିନଟି ସୁଖକର ହେବ।
ମିଥୁନ
ମିଥୁନ
ଏକାଧିକ କାମରେ ଅନୁପ୍ରବେଶ କରି ବ୍ୟସ୍ତତା ବୃଦ୍ଧି ପାଇବ। ବାଣିଜ୍ୟ,ବ୍ୟବସାୟ, ଶିଳ୍ପ ଓ ଏଜେନ୍ସିପ,ସାହିତ୍ୟ,ସାମ୍ବାଦିକତାରୁ ଖୂସି ରହିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଭାବ ପ୍ରବଣତାକୁ ଯଥାସମ୍ଭବ ଲଗାମ ଦେଇ ଆଗକୁ ବଢି ଚାଲିଲେ ସବୁ ଠିକ୍‌ ହୋଇଯିବ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ ଅନ୍ୟଥା ପରେ ଅନୁତାପ କରିବାକୁ ପଡିବ। ରଚନାମତ୍କ କାର୍ଯ୍ୟ,ଗବେଷଣା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ।
ସି˚ହ
ସି˚ହ
ସ୍ନେହ, ଶ୍ରଦ୍ଧା,ଆଦର ଲାଭକରି ପୂର୍ବାହ୍ନ ସମୟଟି ବହୁତ ଭଲରେ ଅତିବାହିତ ହେବ। ସହକର୍ମୀଙ୍କ କିମ୍ବା ପଡୋଶୀ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଟେନସନ୍‌ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
କନ୍ୟା
କାର୍ଯ୍ୟ ହାସଲଜନିତ ମାନସିକ ସ୍ଥିତି ବହୁତ ଭଲ ରହିବ। ସାଧାରଣ ଘଟଣାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାଜନୀତି, ପ୍ରଶାସନ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ର୍ରରେ ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଜିଦ୍‌ ଓ ଯୁକ୍ତି ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଦିନଟିରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ ହେବ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି ।
ବିଛା
ବିଛା
ଅବସର ସମୟରେ ପରିବାର ସହ ମିଶି ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ଯାତ୍ରାକାଳୀନ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ସଭାସମିତିରେ ଯୋଗ ଦେଲେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରେ ଆସିପାରନ୍ତି। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ଧନୁ
ଧନୁ
ପରିବାରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ ।
ମକର
ମକର
ଦକ୍ଷତା ଓ ସହଯୋଗୀ ମନୋବୃତ୍ତି କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପରିସ୍ଥିତିକୁ ସାମନା କରିବାକୁ ଯାଇ କୌଣସି ପ୍ରକାରେ ଅର୍ଥ ସଂଗ୍ରହରେ ତପତ୍ର ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ବାତବ୍ୟାଧିଜନିତ ରୋଗରେ କଷ୍ଟ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ଯୋଗୁଁ ମନ ଭଲ ରହିବନାହିଁ। ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ।
ମୀନମୀନ
 ବିଶିଷ୍ଟବ୍ୟକ୍ତିଙ୍କ ଆମନ୍ତ୍ରଣ ରକ୍ଷାକରି ଆକସ୍ମିକ ଯାତ୍ରା କରିବାକୁ ପଡିପାରେ। ଆଜି ଦିନଟିର ବୃତ୍ତି,ବାଣିଜ୍ୟ ମାନ୍ଦା ହେବ ନାହିଁ। ସର୍ବଜନ ଶତ୍ରୁତା କାରଣରୁ ମାନସିକ ବ୍ୟସ୍ତତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତି କେତେକାଂଶରେ ବଦଳି ଯାଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri