











କର୍ମକ୍ଷେତ୍ରରେ ମନ କଥା ମନରେ ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ହାତପାହାନ୍ତାରେ ସୁଯୋଗ ପାଇଲେ ମଧ୍ୟ ତାହାର ସଦ୍ ବ୍ୟବହାର କରିପାରିବେ ନାହିଁ। ରେବତୀ ନକ୍ଷତ୍ର ରାଜନୈତିକ ସ୍ତରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ତି ଲାଭ କରିବେ।

