Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ମଙ୍ଗଳ ଷଷ୍ଠ ସ୍ଥାନରେ ରହିଥିବାରୁ ଶାରୀରିକ ସୁସ୍ଥତା ବିଶେଷ ଭଲ ରହିବ ନାହିଁ। ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ଶୁକ୍ର ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ପ୍ରଭାବରୁ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର ସମାଲୋଚନା କରିପାରେ।
ବୃଷ
ବୃଷ
ରବିଙ୍କ ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ଘଟିପାରେ। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସନ୍ତାନ ହେତୁକ ପୀଡ଼ା କିମ୍ବା ସେମାନଙ୍କ ଉପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
କର୍ମସ୍ଥାନରେ ଚନ୍ଦ୍ର ଏକାଧିକ ଗ୍ରହଦୃଷ୍ଟ ହେତୁ ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କଲେ ପ୍ରଶଂସିତ ହେବେ। ଆବଶ୍ୟକତା ଅନୁଭବ କରୁଥିବା ସମୟରେ ନିଜର ପ୍ରିୟଜନଙ୍କ ସହଯୋଗରୁ ଉପକୃତ ହେବେ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ଦୃଷ୍ଟିରେ ଶନିଥିବାରୁ ବିଭିନ୍ନ ବିଷୟରେ ଚିନ୍ତା କରି ମନରେ ଅସ୍ଥିରତା ସୃଷ୍ଟି ହେବ। ନିଜ ଭାଇ,ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଦ୍ୱିତୀୟସ୍ଥ ବୁଧ ଓ ମଙ୍ଗଳ ପ୍ରଭାବରେ ଆପଣଙ୍କ ଅପ୍ରିୟସତ୍ୟ ଭାଷଣ ସମ୍ପର୍କହାନି ଓ କଳହର କାରଣ ହେବ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ।
କନ୍ୟା
ତୃତୀୟସ୍ଥ କେତୁଙ୍କ ପ୍ରଭାବରୁ କଥା ପ୍ରସଙ୍ଗରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ ଅଧିକ ଆଶା ଦୁଃଖ ଦେଇପାରେ। କାର୍ଯ୍ୟହାନି କାରଣରୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଯୋଜନା ବିହୀନ କାମରେ ମୁଣ୍ଡ ପୂରାଇଲେ ସମସ୍ୟା ସୃଷ୍ଟି କରିପାରେ ।
ତୁଳା
ତୁଳା
ତିନୋଟିଗ୍ରହ ବ୍ୟୟଭାବସ୍ଥ ହେତୁ କାମରେ ଖୁବ୍‌ ଖର୍ଚ୍ଚାନ୍ତ ହେବେ। ଆଜି ଶତ୍ରୁଠାରୁ ଦୂରେଇ ନ ରହିଲେ ହଇରାଣ ହେବାକୁ ପଡ଼ିପାରେ। ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଚନ୍ଦ୍ରଙ୍କ ଶୁଭପ୍ରଭାବରୁ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ ଅଧିକ ପାଇବା ସକାଶେ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ନିଜ ପରିବାରର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତି ମାନଙ୍କ ଦ୍ୱାରା ଆଜିର କର୍ମ କ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ। ଗୁରୁଶୈାରୀ ଯୋଗ ପ୍ରଭାବରୁ ଆର୍ଥିକ ସ୍ଥିତି କେତେକାଂଶରେ ବଦଳିଯିବାର ଆଶା ରହିଛି। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ପ୍ରଭାବରୁ ଶୁଭଖବର ପାଇ ବହୁତ ଖୁସି ହୋଇପାରନ୍ତି। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ। ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ବଳବାନ୍‌ ରାଶ୍ୟାଧିପ ଶନିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ। ଚତୁର୍ଥରେ ରାହୁ ଅବସ୍ଥାନ କରିଥିବାରୁ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ବନ୍ଧୁସମ୍ପର୍କ ପ୍ରାୟତଃ ଭଲ ରହିବ।
ମୀନମୀନ
ଶୁଭଚନ୍ଦ୍ର ପ୍ରଭାବରୁ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କଲେ ସମାଲୋଚିତ ହେବେ। ପରିସ୍ଥିତି ବଶତଃ କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହୋଇପାରନ୍ତି। କୌଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri