











ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ଭଲ ସମ୍ପର୍କ ରଖୁ ନ ଥିବା ବନ୍ଧୁ ସମସ୍ୟା ସମାଧାନ ବଦଳରେ ବଢ଼ାଇଦେବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।












ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ଭଲ ସମ୍ପର୍କ ରଖୁ ନ ଥିବା ବନ୍ଧୁ ସମସ୍ୟା ସମାଧାନ ବଦଳରେ ବଢ଼ାଇଦେବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।
ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…
ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…
ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…
ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…
ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍ସନର କାରଣ ହେବ।…
ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…
ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…
ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…