Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ
ଆଜି କୃତିକା ନକ୍ଷତ୍ର ସକାଶେ ଜଣେ ବାଲ୍ୟବନ୍ଧୁ ମିଶିବାକୁ ଆସିବାର ସୂଚନା ରହିଛି। ଯଦ୍ୱାରାକି ଆପଣଙ୍କ କାମ ତାହାଙ୍କ ଦ୍ୱାରା ହାଲୁକା ହୋଇଯିବାର ବହୁତ ସମ୍ଭାବନା ରହିଛି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ପରିସ୍ଥିତି ଜଟିଳ ହେବ ନାହିଁ। ପୂର୍ବଯୋଜନା ଅନୁସାରେ ପ୍ରିୟଜନ ମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ବହୁପୂର୍ବରୁ ପରିକଳ୍ପିତ ନୂତନ ଯୋଜନାରେ କୃତକାଯର୍‌ୟ ହେବେ ଏବଂ ଆଶା ମଧ୍ୟ ପୂରଣ ହୋଇଯିବ। ପାରିପାଶ୍ୱିକ ପରିସ୍ଥିତି ରୋହିଣୀ ନକ୍ଷତ୍ର ସକାଶେ ଆଜି ବହୁତ ଭଲ ରହିବ।
ମିଥୁନ
ମିଥୁନ
ସମ୍ପର୍କୀୟଙ୍କ ସହାୟତାରେ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟ ପ୍ରତି ନଜର ଦେଇ କାମ କରନ୍ତୁ,ଅନ୍ୟଥା ପରେ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡିପାରେ ପାଖ,ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇଲେ ମଧ୍ୟ କିଛି ଅସୁବିଧା ହେବନି। ଆରଦ୍ରା ନକ୍ଷତ୍ର ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରି ପାରନ୍ତି।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ଦିଗରୁ ପ୍ରତିବନ୍ଧକକୁ ସାମନା କରିବାକୁ ପଡିବ। ପରିବାରର ଅନାବଶ୍ୟକ ଖର୍ଚ୍ଚ ସଙ୍ଗକୁ ବିଳମ୍ବିତ କର୍ମ ସକାଶେ ଚିନ୍ତିତ ରହିପାରନ୍ତି। କର୍ମକ୍ଷେତ୍ରରେ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିପାରିଲେ କାମ ହାସଲରେ ସମର୍ଥ ହେବେ।
ସି˚ହ
ସି˚ହ
ପ୍ରିୟବନ୍ଧୁଟି ସାଧାରଣ କଥାରେ ଅଭିମାନ କରି ଅନ୍ୟ କାହା ମାଧ୍ୟମରେ ଆପଣଙ୍କୁ ମିଶିବାର ପ୍ରଯନତ୍ କରିବ। ପ୍ରିୟଜନଙ୍କ ସହ ସାଧାରଣ ଟିକିଏ କଥା ହେବା ପାଇଁ ମଧ୍ୟ ଅବସର ପାଇବେ ନାହିଁ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ପୂର୍ବାଫାଲଗୁନୀ ସ୍ବାର୍ଥତ୍ୟାଗ ପୂର୍ବକ ନିରଳସ କାମ ଜରିଆରେ ପ୍ରଶଂସା ପାଇପାରନ୍ତି।
କନ୍ୟା
ଆପଣଙ୍କର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି, ବ୍ୟବସାୟ ଓ ଯାତ୍ରା ପ୍ରଭୃତି ପ୍ରତ୍ୟେକ କାମ ସୁବିଧାରେ ସମ୍ପନ୍ନ ହେବ। ଚିତ୍ରା ନକ୍ଷତ୍ର କେତେକ କ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ। ଚିନ୍ତା କରିଥିବା କାମଗୁଡିକ ଓଲଟା ହେବାର ଆଶଙ୍କା ରହିଛି। ଅନ୍ୟମନସ୍କତା ମଧ୍ୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ।
ତୁଳା
ତୁଳା
ଶୁଭଭାବସ୍ଥ ବୃହସ୍ପତିଙ୍କ ପ୍ରଭାବରୁ ଅର୍ଥ, ସମ୍ମାନ ପ୍ରାପ୍ତି ସହ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଆଜି ବିଶାଖା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ଅର୍ଥ ସମସ୍ୟାକୁ କେନ୍ଦ୍ରକରି ଟେନ୍ସନ ବଢିଯିବ। ପରିବାର ଭିତରେ କିଛି କହି ପାରୁନଥିବେ କିମ୍ବା କରିବାର ମଧ୍ୟ ଉପାୟ ନଥିବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ସକାଶେ ଅତୀତର କୃତ କର୍ମ ସକାଶେ ଅନୁତାପ କରିବାକୁ ପଡିବ। ପୁନଶ୍ଚ ଘରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପୂର୍ବରାଗକୁ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।
ଧନୁ
ଧନୁ
ମଳା ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ ଏବଂ କୌଣସି କାମ କରିବାକୁ ଇଛା ମଧ୍ୟ ନହୋଇପାରେ। କୌଣସି ଯୋଜନାରମ୍ଭ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଫିସ୍‌ରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହୋଇପାରେ। ଉଚ୍ଛରଷାଢା ନକ୍ଷତ୍ରର କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଜମିଜମା ବିବାଦର ସମାଧାନ ଆଜି ଅପରାହ୍ନରେ ହୋଇପାରିବ।
କୁମ୍ଭ
କୁମ୍ଭ
ପ୍ରତିବେଶୀଙ୍କ ସୌହାର୍ଦ୍ଧ୍ୟରୁ ଉପକୃତ ହେବେ ଏବଂ ଆନୁସଙ୍ଗତ୍କ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ପୂର୍ବଭାଦ୍ରବ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଆର୍ଥିକ ସ୍ଥିତି ସୁଦୃଢ ରହିବ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମୀନମୀନ
ସକାଳୁ ସକାଳୁ ଶୁଭ ଖବର ପାଇ ମନୋବଳ ବୃଦ୍ଧି ପାଇବ। କିନ୍ତୁ ଉତରଭାଦ୍ରବ ନକ୍ଷତ୍ରର ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପ୍ରତ୍ୟେକ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri