











ଦୀର୍ଘ ସମୟ ସମୀକ୍ଷା ପରେ ଯାଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସଙ୍ଗକୁ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ପ୍ରମାଣ ବିହୀନ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

