Posted inRasifala

ରାଶିଫଳ: ଗୁରୁବାର , ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ
କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ । ପରିବାର ସହ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତି ବଶତଃ ଧାର କରଜ କରି କାମ ଚଳାଇ ନେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ କମିଯିବ। ସାମାଜିକ ସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଦୂର ସ୍ଥାନରେ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସମ୍ମୁଖରେ ନିଜର ମନକଥା ପ୍ରକାଶ କରିପାରିବେ ନାହିଁ। ପାରିବବାରିକ ଦିଗରୁ ଭୋଗବିଳାସରେ ବାଧାବିଘ୍ନ ଘଟି ପାରେ। ମୃଗଶିରା ନକ୍ଷତ୍ର ମାନସିକ ଅସ୍ଥିରତା ମଧ୍ୟରେ ସମୟ କାଟିବେ।
କର୍କଟ
କର୍କଟ
ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ରାସ୍ଥାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆବଶ୍ୟକତା ଅନୁଯାୟୀ ଆଜି ପରିବାର ପାଇଁ ମନଲାଖି ଜିନିଷ ଗୁଡାଏ କିଣିବେ। ବିବାଦର ଅବସାନ ଘଟିବା ସହ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ଅଧିକାଂଶ ସମୟ ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ବନ୍ଧୁଙ୍କୁ ବହୁତ କଥା କହିବାକୁ ଇଚ୍ଛାଥିଲେ ମଧ୍ୟ କିଛି କହି ପାରିବେ ନାହିଁ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ଆକସ୍ମିକ ଭାବରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାର ସମ୍ଭାବନା ରହିଛି । ବହୁତ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ଆକସ୍ମିକ ଆଗନ୍ତୁକ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ।
ବିଛା
ବିଛା
ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରୁ ଫେରିବାରେ ବିଳମ୍ବ ଘଟିବ। ଭଡାଟିଆମାନଙ୍କ ସହ ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ। ପାରସ୍ପରିକ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ବୃଦ୍ଧି ପାଇବ ା ସମସ୍ୟାର ସମାଧାନ କରିବା ସହ କୌଶଳ ପ୍ରୟୋଗ କରି କାମ ହାସଲ କରିବେ।
ଧନୁ
ଧନୁ
ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଯେକୌଣସି ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅତ୍ୟାବଶ୍ୟକ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। କଥାକହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। ପରିବାର ସହ ଆକସ୍ମିକ ଭାବରେ ସୁଖଭ୍ରମଣ ଯୋଗ ରହିଛି। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ।
କୁମ୍ଭ
କୁମ୍ଭ
ସହମତି ଭିତ୍ତିରେ କାମକଲେ ସମସ୍ୟାର ସରଳ ସମାଧାନ ହେବ। ବନ୍ଧୁମାନଙ୍କ ସହାୟତାରେ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ମନକୁ ବିବ୍ରତ କରିପାରିବ ନାହିଁ। ବିଶେଷଭାବରେ ଆଜି ରାଜନୀତିରେ, ସଂଗଠନରେ, ସଭାସମିତିରେ ଆଶାଜନକ ଫଳ ପାଇବେ । ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରିବା ଭଲ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri