Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଦୀର୍ଘଦିନର ଶତ୍ରୁତା କାରଣରୁ ଦୁଶ୍ଚିନ୍ତା ସୃଷ୍ଟିହେବ। ସାହାଯ୍ୟ ପାଉଥିବା ଲୋକଟି ସାମାନ୍ୟ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଭୁଲ୍‌ ବୁଝାମଣାଜନିତ ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ବିବାଦୀୟ ପରିସ୍ଥିତି ସହ ପରିବହନ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
ବୃଷ
ବୃଷ
ସକାଳୁ ଆତ୍ମୀୟଙ୍କ ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢ଼ିଯିବ। କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ। ରୋହିଣୀ ନକ୍ଷତ୍ର ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରାଇପାରେ। ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ, ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ସକାଶେ ସମ୍ପର୍କୀୟମାନେ ଅର୍ଥ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିପାରନ୍ତି। ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିବ।
କର୍କଟ
କର୍କଟ
ଆଜି ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ। ତଥାପି ଅପରାହ୍ନରେ ଅଶ୍ଳେଷା ନକ୍ଷତ୍ରର ଅଫିସିଆଲି ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ଆମଦାନୀ କାରବାର, ବ୍ୟବସାୟିକ କାରବାରରେ ଉନ୍ନତି ହେବ। ରାଜନୈତିକ ସ୍ଥିତି କିମ୍ବା ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରିସ୍ଥିତିକୁ ସୁଧାରିବା ପାଇଁ କିଛି କରିବାକୁ ପଡ଼ିପାରେ। ପ୍ରିୟଜନଙ୍କ ଡାକରା ପାଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରର ସହକର୍ମୀ ମନରେ ବିଶ୍ୱାସ ଜନ୍ମାଇବାରେ କାମ ହାସଲ କରିବାରେ ସମର୍ଥ ହେବେ। କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ।
କନ୍ୟା
ଚିତ୍ରା ନକ୍ଷତ୍ର ସକାଶେ ଆଜି କର୍ମକ୍ଷେତ୍ର୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିବେ। ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଦୀର୍ଘଦିନରୁ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ। ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ହେତୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ତୁଳା
ତୁଳା
ସକାରାତ୍ମକ ଚିନ୍ତାଧାରା ସଫଳତା ପ୍ରଦାନ କରିବ। ସମସ୍ୟା ମଧ୍ୟରେ କାମଗୁଡ଼ିକ ସନ୍ତୋଷଜନକ ହେବ ନାହିଁ। ଋଣ ପରିଶୋଧ ପାଇଁ ବ୍ୟାକୁଳ ହେବେ କାରଣ ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ସ୍ବାତୀ ନକ୍ଷତ୍ର ପାଇଁ ପରିବାରର କେତେକ ସମସ୍ୟା ମନକୁ ଆନ୍ଦୋଳିତ କରିବ।
ବିଛା
ବିଛା
ପ୍ରତ୍ୟେକ କାମ ସମସ୍ୟା ବିଜଡିତ ରହୁଥିବାରୁ ମାନସିକ ଗ୍ଳାନି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ରର ଏକ ସାଧାରଣ ଘଟଣାକୁ କେନ୍ଦ୍ରକରି ସାଙ୍ଗସାଥୀଙ୍କ ସହ ଉଚ୍ଚବାଚ୍ଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ।
ଧନୁ
ଧନୁ
ମୁହଁ ଟାଣ ରଖି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କୌଣସି ଲୋକ ବିଷୟରେ ନ ଜାଣି ତହାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନ କାମ ବାଧାପ୍ରାପ୍ତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ଭାବପ୍ରବଣ ହୋଇ କାମ କରିବା ଠିକ୍‌ ହେବନି।
ମକର
ମକର
ଆଜି ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ମିଳିବ। ଆନୁଷ୍ଠାନିକ କାମରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ଜନିତ ସମସ୍ୟା ସୃଷ୍ଟି ହୋଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇ ଯିବାର ଅନୁଭବ କରିପାରନ୍ତି। ଶ୍ରବଣା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆଜି ଶତଭିଷା ନକ୍ଷତ୍ର ସକାଶେ କାମ ଅସୁବିଧା ଭିତରେ ସମ୍ପନ୍ନ ହେବ। କଳା, ସାହିତ୍ୟ ଓ ସଙ୍ଗୀତାଦିରୁ ପ୍ରଶଂସିତ ହେବେ କିନ୍ତୁ ଭାଇ କିମ୍ବା ବନ୍ଧୁଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଦେଶପ୍ରାପ୍ତ ହୋଇ ଆଗାମୀ କାଲିର କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ

ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ। ରେବତୀ ନକ୍ଷତ୍ର ଆଜି ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?