











ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ଦହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଟେନସନ୍ କମିଯିବ ଓ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି। ବିଭିନ୍ନ ପ୍ରକାରର ଭୋଗବିଳାସରେ ବାଧାବିଘ୍ନ ଘଟପାରେ। ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।

