Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ବିବାଦୀୟ ଘଟଣାରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପାରିବାରିକ କ୍ଷେତ୍ର ବହୁତ ଭଲ ରହିବ।
ବୃଷ
ବୃଷ
ଦ୍ୱିଜା ନକ୍ଷତ୍ରର ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଆୟଠାରୁ ବ୍ୟୟ ଅଧିକ ହେବ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ। ବନ୍ଧୁମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ବନ୍ଧୁମେଳରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ରର ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ । କଚେରି ମାମଲା ମନ୍ଥର ହୋଇପାରେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ରର କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରୋକ୍ଷ ଶତ୍ରୁତା ହେତୁ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ । କର୍ମକ୍ଷେତ୍ରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ। ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ଧନିଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ।
ମୀନମୀନ
ରେବତୀ ନକ୍ଷତ୍ରର ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରର କାୈଣସି ଘଟଣା ମନକୁ ବିବ୍ରତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri