











ଚତୁର୍ଥାଧିପ ନିଜ ଭାବରୁ ଷଷ୍ଠସ୍ଥ ଯୋଗୁ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ବନ୍ଧୁମାନଙ୍କ ଟୁପ୍ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ମାଲିକଙ୍କ ସହିତ ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଧୀରସ୍ଥିର ମନଦେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।

