Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ବିଗିଡ଼ି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ଲାଭ କରିବେ। ଭ୍ରାତୃବର୍ଗ ଦ୍ୱାରା ପଡ଼ୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମାଧାନ ହେବାର ଆଶା ରହିଛି।
ବୃଷ
ବୃଷ
କର୍ମକ୍ଷେତ୍ରରେ ନିଜ ଲୋକଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକ ପଡ଼ିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଆଲୋଚନା କ୍ରମେ ପିଲାମାନଙ୍କ ଅସୁବିଧା କଥା ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ସାମାଜିକ ସ୍ତରରେ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ବନ୍ଧୁଙ୍କ ପରାମର୍ଶ କ୍ରମେ ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଅଫିସରେ ଗୋଡଟଣା ଟଣି ହେତୁ ସୁବିଧାରେ କାମ ହାସଲ କଷ୍ଟକର ହୋଇପଡ଼ିବ। ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବ ନାହିଁ।
କର୍କଟ
କର୍କଟ
ଆଜି ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସୀ ରହିବ। ଅଶ୍ଳେଷା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।
ସି˚ହ
ସି˚ହ
ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ।
କନ୍ୟା
ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଆନୁଷ୍ଠାନିକ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଜମିଜମା କାରବାର, ପ୍ରେସ୍‌, ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ପାରସ୍ପରିକ ମତଭେଦ କାରଣରୁ ପରିବାରରେ ଅଶାନ୍ତିଜନିତ ଦୁଃଖୀ ହୋଇପାରନ୍ତି। ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ ହେତୁ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ।
ବିଛା
ବିଛା
ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ ହାତକୁ ନେଇଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବାର ଆଶା ରହିଛି।
ଧନୁ
ଧନୁ
ଆଜି ଆପଣଙ୍କୁ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡ଼ିପାରେ। ନୂତନ ଗୃହାରମ୍ଭ, ଜମିଜମା କାରବାର ସକାଶେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ରପ୍ତାନି ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଭାଇ, ବନ୍ଧୁ କୁଟୁମ୍ବଙ୍କ ସୁସମ୍ପର୍କ ରହି ନ ପାରେ।
ମକର
ମକର
ଦୀର୍ଘ ଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ହାସଲ କରିବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ପାରିବାରିକ ସମସ୍ୟାକୁ ପଡ଼ୋଶୀଙ୍କ ଦ୍ୱାରା ସମାଧାନ କରିବେ। ଆର୍ଥିକ ସ୍ଥିତି ପୂର୍ବ ପରି ରହିବା ମନସ୍ତାପର କାରଣ ହୋଇପାରେ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ଓ ଆର୍ଥିକ ଅଭିବୃଦ୍ଧି ମାନସିକ ସୁସ୍ଥତାର କାରଣ ହେବ। ଆଜି ଦିନରେ ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସୁଫଳ ପାଇବେ। ସରକାରୀ ସ୍ତରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ପରିବାରରେ ଭୁଲ୍‌ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିପାରେ। ଧାତୁ, ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବ୍ୟସ୍ତ ନ ହୋଇ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହୋଇପାରିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ...

ରାଶିଫଳ: ସୋମବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ଶୁକ୍ର ସଂଯୁକ୍ତ ହେତୁ ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଧାର କରଜ କରି କାମ ଚଳାଇନେବେ। ଯାତ୍ରା,...

ରାଶିଫଳ: ରବିବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜି ରବି ଓ ଚନ୍ଦ୍ର ତୃତୀୟସ୍ଥ ହେତୁ ଭାଇ, ବନ୍ଧୁ, କୁଟୁମ୍ବ ଓ ପରିବାର ପାଇଁ ଅନୁକୂଳ ଫଳ ମିଳିବ ନାହିଁ। ଧର୍ମସ୍ଥାନକୁ ଦୃଷ୍ଟି...

ରାଶିଫଳ: ଗୁରୁବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ କର୍ମଭାବସ୍ଥ ଶନି ହେତୁ ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୨୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜାନକ୍ଷତ୍ର ସକାଶେ ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ରବିଙ୍କ କାରଣରୁ କେତେକ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି...

ରାଶିଫଳ: ଶନିବାର , ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ...

ରାଶିଫଳ: ବୁଧବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଦ୍ୱିଜା ନକ୍ଷତ୍ର ବ୍ୟକ୍ତିବିଶେଷଙ୍କର ପରିବହନରେ ସମସ୍ୟା ଦୂର ହେବ। ବନ୍ଧୁ ଦେଇଥିବା...

ରାଶିଫଳ: ଗୁରୁବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ମନର ଦୁଃଖକୁ ସାମୟିକ ପାସୋରିଦେବେ । ରାଜନୀତିରେ ବହୁତ ଲୋକଙ୍କଠାରୁ ଆଦର ସମ୍ମାନ ପାଇବେ । ପରିବାରରେ କିମ୍ବା...

Advertisement
Archives

Model This Week