Posted inଜାତୀୟ

ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଦୁର୍ଘଟଣା: ୮ ଜଣ ଶ୍ରମିକଙ୍କ ମୃତ୍ୟୁ, ଅନେକ ଆହତ

ବିଶାଖାପଟନମ୍‌,୮।୬: ଆନ୍ଧ୍ରପ୍ରଦେଶର ବିଶାଖାପଟନମ୍‌ରେ ସୋମବାର ଏକ ଷ୍ଟିଲ ପ୍ଲାଣ୍ଟରେ ଦୁଃଖଦ ଦୁର୍ଘଟଣା ଘଟିଛି। ପ୍ଲାଣ୍ଟର ଷ୍ଟିଲ ମେଲ୍‌ଟିଙ୍ଗ୍‌ ସେକ୍ସନରେ କାମ କରୁଥିବା ଶ୍ରମିକଙ୍କ ଉପରେ ହଠାତ୍‌ ପ୍ରବଳ ଗରମ ଥିବା ତରଳ ଲୁହା (Molten Steel) ବହୁ ପରିମାଣର ଖସିପଡ଼ିଛି। ଏହି ଦୁର୍ଘଟଣାରେ ଅତି କମରେ ଆଠ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି।

ରାଜ୍ୟ ଗୃହମନ୍ତ୍ରୀ ଭାଙ୍ଗଲାପୁଡି ଅନିତା ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟରେ ଘଟିଥିବା ଘଟଣା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ ଜିଲା କଲେକ୍ଟର ଏବଂ ସହର ପୋଲିସ କମିଶନରଙ୍କ ସହ ଫୋନ ମାଧ୍ୟମରେ କଥା ହୋଇଛନ୍ତି । ଗୃହମନ୍ତ୍ରୀଙ୍କ ପିଆରଓ ଅନୁଯାୟୀ, ସେ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ବ୍ୟବସ୍ଥା କରିବା ଏବଂ ଦୁର୍ଘଟଣାସ୍ଥଳରେ ଉଦ୍ଧାର ଏବଂ ରିଲିଫ କାର୍ଯ୍ୟ ତ୍ୱରାନୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri