ଭୟଙ୍କର ଦୁର୍ଘଟଣା: ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର

ବାଲେଶ୍ୱର,୨୫।୧(ବାଞ୍ଛାନିଧି ଦେ): ଅଜଣା ଗାଡି ଧକ୍କାରେ ଭାଙ୍ଗିରୁଜି ଚୁରମାର ହୋଇଗଲା ସୂପାରୀ (ଗୁଆ ) ବୋଝେଇ ଟ୍ରକ୍‌ । ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର । ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଶନିବାର ବିଳମ୍ବିତ ରାତିରେ ଏଭଳି ଭୟଙ୍କର ଘଟିଛି ଏହି ଭୟଙ୍କର ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ବରୁଣଗଡିଆ ନିକଟରେ। ଗୁରୁତର ଡ୍ରାଇଭରଙ୍କୁ ବାଲେଶ୍ବର ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri