Posted inଜାତୀୟ

ଗଛକୁ ପିଟିଲା କାର୍‌: ଗୋଟିଏ ପରିବାର ସଫା

ଲକ୍ଷ୍ନୌ,୩୧।୧୦: ଉତ୍ତରପ୍ରଦେଶର ହାରଦୋଇରେ ଏକ ଅଭାବନୀୟ ଘଟଣା ଘଟିଛି। ହାରଦୋଇର ସାୟାଜପୁର କୋଟୱାଲୀ ଅନ୍ତର୍ଗତ ବିଲହୌର-କାଟ୍ରା ରାସ୍ତାରେ ଏକ ଅନିୟନ୍ତ୍ରିତ କାର ଗଛ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଚାରି ବର୍ଷର ଶିଶୁ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିମାନେ ପାଚଦେବ ପୋଲିସ ଷ୍ଟେଶନ ଅଞ୍ଚଳର ବାରକାନ୍ତ ଗ୍ରାମ। ସମସ୍ତେ ଗୋଟିଏ ପରିବାରର ବୋଲି କୁହାଯାଉଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଏସପି, ଏସପି ଘଟଣାସ୍ଥଳରେ ପହଞ୍ଚିଥିଲେ। କାରରେ ମିଳିଥିବା ମୋବାଇଲ ସାହାଯ୍ୟରେ ପରିବାର ସଦସ୍ୟଙ୍କୁ ଦୁର୍ଘଟଣା ସମ୍ପର୍କରେ ସୂଚନା ଦିଆଯାଇଥିଲା। ହାରଦୋଇରେ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri