Posted inଜାତୀୟ

ବାଣ କାରଖାନାରେ ଭୟାନକ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ 

ଚେନ୍ନାଇ,୪/୧: ତାମିଲନାଡୁର ବିରୁଧୁନଗର ଜିଲରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲା ଅନେକ କୋଠରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ ଓ ଉଦ୍ଧାର ବିଭାଗର ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏହି କାରଖାନାର ୩୫ଟି କୋଠରୀରେ ୮୦ରୁ ଅଧିକ ଶ୍ରମିକ କାମ କରନ୍ତି।

 

ଆପ୍ପାନାୟକନାପଟ୍ଟି ପଞ୍ଚାୟତ ଅନ୍ତର୍ଗତ ବୋମାୟାପୁରମ୍ ଗ୍ରାମରେ ଥିବା ଏହି ବାଣ କାରଖାନା ବାଲାଜୀ ନାମକ ଜଣେ ବ୍ୟକ୍ତିଙ୍କ ଦ୍ୱାରା ପରିଚାଳିତ ହେଉଛି। କାରଖାନାରେ କାମ ଚାଲିଥିବା ବେଳେ ଶ୍ରମିକମାନେ ନିଜ ନିତିଦିନିଆ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି ଘଟଣା ଘଟିଛି। ବିସ୍ଫୋରଣରେ ଭେଲମୁରୁଗାନ, ନାଗରାଜ, କାନନ, କାମରାଜ, ଶିବକୁମାର ଓ ମୀନାକ୍ଷୀ ସୁନ୍ଦରମ୍ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ବିରୁଦ୍ଧନଗରସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍‌ଙ୍କ ସହ କ୍ୟାବିନେଟ୍‌ ବୈଠକରେ ହୋଇଥିଲା ଏହି…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri