Posted inଜାତୀୟ

ନୁହର କେଏମପି ଏକ୍ସପ୍ରେସ-ଓ୍ବେରେ ବଡ ଧରଣର ସଡକ ଦୁର୍ଘଟଣା

ନୁହ,୭।୧୦: ନୁହର ରୋଜକା ମେଓ ପୋଲିସ ଷ୍ଟେସନ ପରିସରରେ କେଏମପିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ରାସ୍ତାରେ ଏକ ଭଙ୍ଗା ଟ୍ରକ ଠିଆ ହୋଇଥିଲା ବେଳେ ଏହାର ମରାମତି କାମ ଚାଲିଥିଲା ଏହି ସମୟରେ ପଛରୁ ଆସୁଥିବା ଆଉ ଟ୍ରକ ଉକ୍ତ ଟ୍ରକକୁ ଧକ୍କା ଦେଇଥିଲା। ଫଲରେ ଏଥିରେ ୪ ଜଣଙ୍‌କ ମୃତ୍ୟୁ ହୋଇଛି।

ପୋଲିସ କହିଛି ଯେ କୁଣ୍ଡଲି-ମାନେସର-ପଲୱଲ (କେଏମପି) ଏକ୍ସପ୍ରେସୱେରେ ସକାଳ ୬ଟା ୩୦ସମୟରେ ଘଟିଥିବା ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଛି। ଖରାପ ହୋଇଯାଇଥିବା ଟ୍ରକ ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଟ୍ରକ ପାର୍କିଂ କରିବା ପରେ ଡ୍ରାଇଭର ଏବଂ ସହ-ଡ୍ରାଇଭର ଗାଡିକୁ ଠିକ କରୁଥିଲେ। ଏହି ସମୟରେ, ଦ୍ରୁତ ଗତିରେ ପଛରୁ ଆସୁଥିବା କୋଇଲା ବୋଝେଇ ଗାଡିର ଡ୍ରାଇଭର ଧ୍ୟାନ ଦେଇ ନ ଥିଲେ ଏବଂ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri