Posted inଫୁରସତ

ବରଙ୍କୁ ନେଇ ଭୟରେ ଦୌଡ଼ିଲା ଘୋଡ଼ୀ, ପଛରେ ଦୌଡ଼ିଲେ ବରଯାତ୍ରୀ…

ଆଜମେର,୨୨।୭:

ରାଜସ୍ଥାନ ଆଜମେରର ଏକ ବିବାହ ଉତ୍ସବର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିବାହ କରିବାକୁ ଯାଉଥିବା ବର ଘୋଡ଼ୀରେ ବସିଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ହଠାତ୍‌ ବାଣ ଫୁଟିବାରୁ ଭୟରେ ଘୋଡ଼ୀ ବରଙ୍କୁ ଦୌଡ଼ିଥିଲା। ବରଙ୍କ ପଛେପଛେ ବରଯାତ୍ରୀ ଏବଂ ବରଙ୍କ ପରିବାର ସଦସ୍ୟମାନେ ଦୌଡ଼ିବା ଆରମ୍ଭ କରିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହି ୧୪ ସେକେଣ୍ଡର ଭିଡ଼ିଓଟି ଆଜମେର୍‌ ଜିଲାର ନସିରାବାଦ ଅଞ୍ଚଳର ରାମପୁରା ଗାଁର ବୋଲି କୁହାଯାଉଛି। ଗାଁ ବାସିନ୍ଦା ରାମପ୍ରସାଦ ଜୁଲାଇ ୧୮ରେ ବିବାହ କରିବା ଲାଗି ଜୟପୁରର ମୂରଲୀପୁରା ଯାଉଥିଲେ। ସ୍ଥାନୀୟ ପରମ୍ପରା ଅନୁସାରେ ବାଣ ଫୁଟା ଯାଇଥିଲା। ତେବେ ଘୋଡ଼ୀ ଭୟରେ ତରକି ଯାଇ ଦୌଡ଼ିଥିଲା। ପ୍ରାୟ ୪ କିଲୋମିଟର ଦୌଡ଼ିବା ପରେ ଘୋଡ଼ୀକୁ ନିୟନ୍ତ୍ରଣ କରାଯାଇଥିଲା। ବିବାହ କରିବାକୁ ଯାଉଥିବା ବର ରାମପ୍ରସାଦଙ୍କ ଅବସ୍ଥାରେ ଭୟରେ ଖରାପ ହୋଇଯାଇଥିଲା। ତାଙ୍କ ଘୋଡ଼ୀରୁ ଓହ୍ଲାଇ ଦିଆଯାଇଥିଲା। ପରେ ବରଯାତ୍ରୀ ଯାତ୍ରା ଆରମ୍ଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri