Posted inଜାତୀୟ

ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ମୃତ

ଭୋପାଳ,୧।୮: ମଧ୍ୟପଦେଶ ଜବଲପୁର ସ୍ଥିତ ନ୍ୟୁଲାଇଫ୍‌ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ହସ୍ପିଟାଲରେ ରୋଗୀ ଏବଂ ସମ୍ପର୍କୀୟ ଫସିରହିଛନ୍ତି। ଖବରପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କାର୍ଯ୍ୟ ଜାରି ରଖିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇନାହିଁ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri