ହସ୍ପିଟାଲ ଖାଲି ନାହିଁ, ଏବେ ହୋଟେଲ ଭରସା: ଦିନକୁ ଭଡ଼ା ୪ ହଜାର…

ମୁମ୍ବାଇ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ମହାରାଷ୍ଟ୍ରରେ ଅବସ୍ଥା ଅଧିକ ସଙ୍କଟ ଜନକ ରହିଛି। ମୁମ୍ବାଇରେ ଥିବା ସମସ୍ତ ହସ୍ପିଟାଲରେ ବେଡ୍‌ ଆଉ ଖାଲି ନାହିଁ। ତେଣୁ ଏବେ ୫ ଷ୍ଟାର୍‌ ହୋଟେଲରେ କରୋନା ଆକ୍ରାନ୍ତଙ୍କ ରଖାଯିବାର ବ୍ୟବସ୍ଥା ହୋଇଛି। ଏସବୁ ହୋଟେଲ ଦିନକୁ ଭଡ଼ା ୪ ହଜାର ଟଙ୍କା ନେବେ ବୋଲି ଜାରି ହୋଇଥିବା ନିର୍ଦ୍ଦେଶରେ ସୂଚନା ଦିଆଯାଇଛି। ଏଥିରେ ଖାଇବା ଏବଂ ପିଇବା ଖର୍ଚ୍ଚକୁ ଅନ୍ତର୍ଭୁକ୍ତ କରାଯାଇଛି। ଗୋଟିଏ ପରିବାରର ୨ ଜଣ ଆକ୍ରାନ୍ତ ହୋଟେଲରେ ରହିଲେ ସେମାନେ ଚାହିଁଲେ ଗୋଟିଏ ରୁମ୍‌ ଶେୟାର କରି ପାରିବେ। ଏଥିପାଇଁ ସେମାନଙ୍କ୍‌ୁ ଦିନକୁ ୬ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଟିଏ ଉପବାସ କରିବେ ଶରଦ

ମୁମ୍ବାଇ, ୨୩।୯: ରାଜ୍ୟ ସଭାରେ ରବିବାର କୃଷି ବିଲ୍‌ ଗୃହୀତ ସମୟରେ ହଟ୍ଟଗୋଳ କରିଥିବା ୮ଜଣ ଏମ୍‌ପିଙ୍କୁ ଚଳିତ ଅଧିବେଶନରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା...

ସୁପ୍ରିମକୋର୍ଟ ଗଲେ ସୁଶାନ୍ତଙ୍କ ପରିବାର

ନୂଆଦିଲ୍ଲୀ,୩୦।୭: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଏବେ ବିହାର ପୋଲିସ ଯାଞ୍ଚ୍‌ ଆରମ୍ଭ କରିଛି। ଏହି ମାମଲାର ସିବିଆଇ ଯାଞ୍ଚ ଦାବିକୁ ନେଇ...

ପ୍ୟାନେଲ ଗଠନ କରାଯିବ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି...

ବିହାରବାସୀଙ୍କ ସେବା କରିପାରିବେ କେବଳ ୫୬ ଇଞ୍ଚ ଛାତି ଥିବା ଲୋକ: ନଡ୍ଡା

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସେଥିପାଇଁ ପ୍ରଚାର...

କର୍ମଚାରୀ କରୋନା ଅକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ବ୍ୟାଙ୍କ

ଜି ଉଦୟଗିରି, ୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଜଣେ କର୍ମଚାରୀ ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।...

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି।...

ଏମ୍ସରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, , ୧୮ା୮(ପି.ଟି.): ଶନିବାର ସନ୍ଧ୍ୟାରେ ଏମ୍ସର ଇମର୍ଜେନ୍ସି ଓ୍ବାର୍ଡ ନିକଟରେ ଅଗ୍ନିକାଣ୍ଡ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସଙ୍ଗେସଙ୍ଗେ ଚାରିଆଡ଼ ଧୂଆଁମୟ ହୋଇପଡ଼ିଥିଲା।...

୬ ଆତଙ୍କବାଦୀ ଗିରଫ

ଭୋପାଳ,୧୩।୩: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଗୁଇନ୍ଦା ଏଜେନ୍ସି ୬ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମଧ୍ୟ ଉଦ୍ଧାର କରାଯାଇଛି।...

Advertisement
Archives

Model This Week