Posted inଫୁରସତ

ଡାକ୍ତରଖାନାରେ ପ୍ରେମୀଯୁଗଳଙ୍କ ବିବାହ

ତିବିଲିସି: ଗୁରୁତର ଭାବେ ରାସାୟନିକ ଜିନିଷରେ ପୋଡ଼ିଯାଇଥିବା ଜଣେ ଯୁବକ ନିକଟରେ ତାଙ୍କ ପ୍ରେମିକାଙ୍କୁ ବିବାହ କରିଛନ୍ତି। ରିପୋର୍ଟ ମୁତାବକ, ଜିଓରଜିଆ ବାସିନ୍ଦା ପ୍ରେଷ୍ଟୋନ କୋବ୍‌ ଗତ ସେପ୍ଟେମ୍ବରରେ ପ୍ରେମିକା ତନିଶାଙ୍କ ସହ ପ୍ରେମ ସମ୍ପର୍କକୁ ଆସିଥିଲେ। ବିବାହର ମାସେ ପୂର୍ବରୁ ପ୍ରେଷ୍ଟୋନ କାମ କରିବା ସମୟରେ ରାସାୟନିକ ପଦାର୍ଥ ସଂସ୍ପର୍ଶରେ ଆସିବାରୁ ତାଙ୍କ ଶରୀର ୩୨ ପ୍ରତିଶତ ପୋଡ଼ିଯାଇଥିଲା। ଜିଓରଜିଆରେ ଚିକିତ୍ସା ବେଳେ ତାଙ୍କ ୨ ହାତର ୯ ଆଙ୍ଗୁଳି କାଟିବାକୁ ପଡ଼ିଥିଲା। ପ୍ରେଷ୍ଟୋନଙ୍କ ଏପରି ଅବସ୍ଥା ପରେ ପ୍ରେମିକା ତନିଶା ତାଙ୍କୁ ବିବାହ କରିବାକୁ ମନା କରିଦେବେ ବୋଲି ସେ ଭାବିଥିଲେ। ହେଲେ ତନିଶା ତାଙ୍କର ଏହି ଭାବନାକୁ ଭୁଲ ବୋଲି ସାବ୍ୟସ୍ତ କରିଥିଲେ। ପ୍ରେଷ୍ଟୋନଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛିଟା ସୁଧାର ଆସିବା ବେଳକୁ ଦୁହେଁ ତାଙ୍କ ବିବାହ ସମ୍ପର୍କରେ କଥା ହେଉଥିବା ସେଠାକାର ନର୍ସ ଶୁଣିବାକୁ ପାଇଥିଲେ। ତାଙ୍କ ରୋଷେୟାଙ୍କ ସହଯୋଗରେ ଡାକ୍ତରଖାନାର ନର୍ସ, ଡାକ୍ତର ମିଶି ପ୍ରେମୀଯୁଗଳଙ୍କ ପାଇଁ ସେଠାରେ ଉପହାରର ଯୋଜନା କରିଥିଲେ। ନିର୍ଦ୍ଧାରିତ ତାରିଖ ଜୁଲାଇ ୨୨ରେ ଉଭୟେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ିଯିବେ ନାହିଁ, କାରଣ ଜାଣିଲେ…

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ଏହି କାରଣରୁ ପୃଥିବୀକୁ ନୀଳ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀପୃଷ୍ଠର ପ୍ରାୟ ୯୭ ପ୍ରତିଶତ, ମହାସାଗରରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

ବାହା ହେଉ ହେଉ ଭାଙ୍ଗିଲା ସମ୍ପର୍କ, ଚତୁର୍ଥୀ ରାତିରେ ଛାଡ଼ପତ୍ର ପେପରରେ ସାଇନ୍‌ କଲେ କନ୍ୟା

ଲକ୍ଷ୍ନୌ,୪ା୧୨: ଉତ୍ତରପ୍ରଦେଶର ଦେଓରିଆରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ଚତୁର୍ଥୀରେ ଜଣେ ନବବିବାହିତା କନ୍ୟା ସମ୍ପର୍କ ଭାଙ୍ଗି ତାଙ୍କ...

ବିଶ୍ୱର ସବୁଠୁ ମହଙ୍ଗା ଅଣ୍ଡା: ଏହା ମୂଲ୍ୟରେ କିଣିହୋଇଯିବ ୧୦୦ ହେଲିକପ୍ଟର

ଗୋଟିଏ ଅଣ୍ଡାର ମୂଲ୍ୟ କେତେ ହୋଇପାରେ? ୮ ଟଙ୍କା, ୧୦ ଟଙ୍କା, କିମ୍ବା ସର୍ବାଧିକ ୨୫ ଟଙ୍କା। କିନ୍ତୁ ବିଶ୍ୱରେ ଏମିତି ଏକ ଅଣ୍ଡା ଅଛି,...

ଗାଁର ନାଁ କିଡ୍‌ନୀ ଭ୍ୟାଲି, ଏହା ପଛର କାରଣ ଜାଣିଲେ ନିଶ୍ଚିତ ହେବେ ଚକିତ

ବିଶ୍ୱରେ ଏପରି ଅନେକ ସ୍ଥାନ ଅଛି, ଯାହା ସେମାନଙ୍କର ଅନନ୍ୟତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ଏହି କାରଣରୁ ଦେଶ ଏବଂ ବିଶ୍ୱର ସବୁଠି ଚର୍ଚ୍ଚା। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri