‘ଓଡ଼ିଶାବାସୀଙ୍କ ଆତିଥ୍ୟରେ ସ୍ବତନ୍ତ୍ରତା ରହିଛିି’

କଟକ ଅଫିସ,୩୦ା୩:ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ବଲିଉଡ ଅଭିନେତ୍ରୀ ଜୟାପ୍ରଦା। ନବରାତ୍ର ଅବସରରେ ବୁଧବାର ରାତି ପ୍ରାୟ ୮ଟା ୪୫ରେ ସେ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡୀଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଏଥିସହ ସେ ସମସ୍ତଙ୍କୁ ନବରାତ୍ରର ଶୁଭେଚ୍ଛା ଜଣେଇଛନ୍ତି। ଏହି ଅବସରରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏ ନେଇ ସେ କହିଛନ୍ତି, ଦୀର୍ଘବର୍ଷ ପରେ ଓଡ଼ିଶା ଆସି ବହୁତ ଭଲ ଲାଗୁଛି। ପୂର୍ବରୁ ୩ ଥର ଓଡ଼ିଶା ଆସିଛି। ଯେତେବେଳେ ବି ଆସିଛି ଏଠାକାର ଲୋକଙ୍କ ଭଲପାଇବା ମିଳିଛି। ବିଶେଷକରି ଓଡ଼ିଶାବାସୀଙ୍କ ଆତିଥ୍ୟରେ ସ୍ବତନ୍ତ୍ରତା ରହିଛି। କଟକଚଣ୍ଡୀ ମନ୍ଦିରର ସ୍ବତନ୍ତ୍ର ମାନ୍ୟତା ରହିଛି ବୋଲି ଶୁଣିଥିଲି। ନବରାତ୍ର ଅବସରରେ ଭୁବନେଶ୍ୱର ଆସିଥିବାରୁ ଏଠାକୁ ଆସି ମା’ଙ୍କ ଆଶୀର୍ବାଦ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri