ରିଅଲିଟି ଶୋ’ ପୂର୍ବରୁ ହୋଷ୍ଟଙ୍କ ଦୁର୍ଘଟଣା

ସୋନି ଟିଭିରେ ଆରମ୍ଭ ହେବାକୁ ଯାଉଥିବା ରିଅଲିଟି ଶୋ ଇଣ୍ଡିଆଜ୍‌ ଲାପ୍ଟର୍‌ ଚାମ୍ପିଅନ୍‌ର ଶୁଟିଂ ଆରମ୍ଭ ହୋଇଯାଇଛି। ହେଲେ ଶୋ’ର ହୋଷ୍ଟ ପରିଜାଦ କୋଲହାଙ୍କର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତାଙ୍କ ଗୋଡରେ ଆଘାତ ଲାଗିଥିବାରୁ ସେ ଶୁଟିଂରେ ଆଉ କିଛି ଦିନ ରହି ପାରିବେ ନାହିଁ।

ପରିଜାଦ କହିଛନ୍ତି, ମୁଁ କ୍ୟାମେରା ଆଗରେ ଫେରିବାକୁ ବହୁତ ଉତ୍ସାହିତ ଥିଲି। ଇଣ୍ଡିଆଜ ଲାପ୍ଟର୍‌ ଚାମ୍ପିଅନ ପରି ଶୋ’ରେ ଆସିବା ମୋତେ ସର୍ବଦା ପସନ୍ଦ ଥିଲା। ଦୁର୍ଭାଗ୍ୟବଶତଃ ମୁଁ ବହୁତ ଖରାପ ଭାବରେ ପଡିଯାଇଛି। ଯେଉଁଥିପାଇଁ ପାଇଁ ମୋତେ ଅଧିକ ସମୟ ଲାଗିବ। ତଥାପି ମୁଁ ଶୀଘ୍ର ଫେରିବାକୁ ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?