ଅନ୍‌ସୋଲ୍ଡ ସତ୍ତ୍ୱେ ଫେରିଲେ ‘ମିଷ୍ଟର ଆଇପିଏଲ୍‌’

ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଷ୍ଟାର ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ ତଥା ‘ମିଷ୍ଟର ଆଇପିଏଲ୍‌’ ଭାବେ ଜଣାଶୁଣା ସୁରେଶ ରାଇନାଙ୍କୁ ୨୦୨୨ ସିଜନ୍‌ ଲାଗି କେହି କିଣି ନ ଥିଲେ। ସର୍ବଦା ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଆସିଥିବାରୁ ତାଙ୍କ ପ୍ରଶଂସକଙ୍କ ପାଇଁ ଏହା ଶକ୍ତ ଧକ୍କା ସଦୃଶ ଥିଲା। ଏବେ ରାଇନାଙ୍କ ପ୍ରଶଂସକଙ୍କ ଲାଗି ଆସିଛି ଖୁସିଖବର। ଟିମ୍‌ ଇଣ୍ଡିଆର ଏହି ପୂର୍ବତନ କ୍ରିକେଟର ଏବେ ଆଗାମୀ ଆଇପିଏଲ୍‌ରେ ଭିନ୍ନ ଦାୟିତ୍ୱ ସହ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ଅକ୍ସନ ବେଳେ ଅନ୍‌ସୋଲ୍ଡ ରହିଥିବା ରାଇନା ୧୫ତମ ସିଜନ୍‌ରେ କମେଣ୍ଟ୍ରି କରିବେ। ତାଙ୍କୁ ହିନ୍ଦୀ କମେଣ୍ଟେଟର ଭାବେ ଦେଖିବାକୁ ମିଳିବ। ଏନେଇ ଆଇପିଏଲ୍‌ର ଆଧିକାରୀକ ପ୍ରସାରଣକର୍ତ୍ତା ଷ୍ଟାର ସ୍ପୋଟ୍ସ ପକ୍ଷରୁ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରାଯାଇ ସୂଚନା ଦିଆଯାଇଛି। କମ୍ପାନୀ ପକ୍ଷରୁ ରାଇନାଙ୍କୁ ନିଆରା ଢଙ୍ଗରେ ସ୍ବାଗତ କରାଯାଇଛି। ରାଇନା ପ୍ରଥମ ଥର ଲାଗି ଆଇପିଏଲ୍‌ରେ କମେଣ୍ଟ୍ରି କରିବେ। ଭାରତର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ସହ ମିଶି ସେ କମେଣ୍ଟ୍ରି କରିବେ। ଏହାଛଡ଼ା ଆକାଶ ଚୋପ୍ରା, ଇରଫାନ ପଠାନ୍‌, ଗୌତମ ଗମ୍ଭୀର, ପାର୍ଥୀବ ପଟେଲ, ନିଖିଲ ଚୋପ୍ରା, କିରନ୍‌ ମୋରେ, ଜତିନ ସ୍ପ୍ରୁ ପ୍ରମୁଖ ହିନ୍ଦି କମେଣ୍ଟେଟର ଭାବେ ନଜର ଆସିବେ।

He’s been all class on the field with bat and ball, now it’s time for the microphone!

Guess who we're talking about and watch this space for more updates! #YehAbNormalHai pic.twitter.com/vP2AmQtDQW
— Star Sports (@StarSportsIndia) March 22, 2022

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri