ଝିଅର ଆତ୍ମହତ୍ୟା ପଛରେ ହଷ୍ଟେଲ ପରିଚାଳିକାଙ୍କ ସମ୍ପୃକ୍ତି: ପରିବାର ଲୋକେ

ସୁନ୍ଦରଗଡ଼,୧୨ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ପଟୁଆଡ଼ିହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ଶାରୀରିକ ଓ ମାନସିକ ଚାପ ସହି ନ ପାରି ଦଶମ ଶ୍ରେଣୀ ଛାତ୍ରୀ ଅପର୍ଣ୍ଣା ପାଣ୍ଡେ ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାର ତଦନ୍ତ କରି ଲେଫ୍ରିପଡ଼ା ପୋଲିସ ଅଭିଯୁକ୍ତ ପ୍ରଧାନଶିକ୍ଷକ ଶ୍ୟାମସୁନ୍ଦର ପଟେଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏହି ଘଟଣାର ତଦନ୍ତ ତ୍ୱରାନ୍ବିତ କରିବା ସହ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାରବର୍ଗ ଅଭିଯୋଗ କରିଛନ୍ତି। ଏନେଇ ପରିବାରବର୍ଗ ଜିଲାପାଳ ନିଖିଲ ପବନ କଲ୍ୟାଣଙ୍କୁ ଭେଟି ଜଣାଇବା ସହ ଏହି ଘଟଣାରେ ହଷ୍ଟେଲ ପରିଚାଳିକା ସନ୍ଦେହ ଘେରକୁ ଆସୁଥିବା ନେଇ ଲିଖିତ ଦେଇଛନ୍ତି। ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରିଛନ୍ତି। ପରେ ସୁନ୍ଦରଗଡ଼ ଏସ୍‌ପିଙ୍କ ଅନୁପସ୍ଥିତିରେ ମୃତା ଅପର୍ଣ୍ଣା ପରିବାର ବର୍ଗ ଅତିରିକ୍ତ ଏସ୍‌ପି ଉଗ୍ରସେନ ପ୍ରଧାନଙ୍କୁ ଭେଟିଥିଲେ। ପ୍ରଧାନ ତାଙ୍କୁ ଆଶ୍ୱାସନା ଦେଇ କହିଥିଲେ, ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଜଣେ ଡିଏସ୍‌ପି ଏହି ଘଟଣାର ତଦନ୍ତ କରୁଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri