ଅସହ୍ୟ ଗୁଳଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ସକାଳୁ ସକାଳୁ ତାତି ବଢ଼ୁଛି। ପୁରୀରେ ଆଦ୍ରତା ୮୭ ପ୍ରତିଶତ ରହିଥିବା ବେଳେ ଗୋପାଳପୁରରେ ୮୪ ପ୍ରତିଶତ, ଚାନ୍ଦବାଲିରେ ୮୩ ପ୍ରତିଶତ, କେନ୍ଦୁଝରରେ ୮୦ ପ୍ରତିଶତ, ଭୁବନେଶ୍ୱର ଓ ପାରାଦୀପରେ ୭୯ ପ୍ରତିଶତ ରହିଛି ।
ସେହିପରି ବାଲେଶ୍ୱରରେ ୭୮, ହୀରାକୁଦରେ ୭୦, ସମ୍ବଲପୁରରେ ୬୭ ଓ ଝାରସୁଗୁଡ଼ାରେ ୫୬ ପ୍ରତିଶତ ଆଦ୍ରତା ରେକର୍ଡ କରାଯାଇଛି । ଆଦ୍ରତା ଯୋଗୁ ଏସବୁ ସ୍ଥାନରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ସେହିପରି ସକାଳ ସାଢ଼େ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୨ . ୮ ଡିଗ୍ରୀ ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri