Posted inଜାତୀୟ

ଭଙ୍ଗାଯିବ ପରିବେଶ ନିୟମ ଉଲ୍ଲଂଘନ କରି ନିର୍ମାଣ କରାଯାଇଥିବା ହୋଟେଲ: ଏନଜିଟି…

କୋଲକାତା,୧୯।୨ : ପଶ୍ଚିମବଙ୍ଗର ସୁନ୍ଦରବନରେ ପରିବେଶ ନିୟମ ଉଲ୍ଲଂଘନ କରି ନିର୍ମିତ ହୋଇଥିବା ହୋଟେଲଗୁଡ଼ିକୁ ଭାଙ୍ଗିବାକୁ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏନଜିଟି ସୁନ୍ଦରବନରେ ହୋଟେଲ ନିର୍ମାଣ ପାଇଁ ଅନୁମତି ସମ୍ପର୍କିତ ଏକ ମାମଲାର ଶୁଣାଣି କରିଥିଲେ। ପଶ୍ଚିମବଙ୍ଗ ରାଜ୍ୟ ତଟବର୍ତ୍ତୀ ଜୋନ ମ୍ୟାନେଜମେଣ୍ଟ ଅଥରିଟି ଏହି ହୋଟେଲ ନିର୍ମାଣକୁ ବିରୋଧ କରିଥିଲେ।

ଜଷ୍ଟିସ ଏ.କେ ଗୋଏଲଙ୍କ ଏନଜିଟିର ବେଞ୍ଚ ଏହି ମାମଲାର ଶୁଣାଣି ବେଳେ କହିଛନ୍ତି ଯେ ସୁନ୍ଦରବନ ଦୁର୍ବଳ ଉପକୂଳବର୍ତ୍ତୀ ଅଞ୍ଚଳରେ କୌଣସି ନିର୍ମାଣକୁ ଅନୁମତି ଦିଆଯିବନାହିଁ। କୋଷ୍ଟାଲ ଜୋନ ମ୍ୟାନେଜମେଣ୍ଟ ଅଥରିଟିର ଆପତ୍ତିକୁ କାଏମ ରଖି ବେଞ୍ଚ ନିର୍ମାଣକୁ ବେଆଇନ ଘୋଷଣା କରିଛନ୍ତି।

ତିନି ମାସ ମଧ୍ୟରେ ବେଆଇନ ନିର୍ମାଣକୁ ଭାଙ୍ଗି ଏହି ଅଞ୍ଚଳର ପୁନରୁଦ୍ଧାରକୁ ନିଶ୍ଚିତ କରିବାକୁ କୋଷ୍ଟାଲ ଜୋନ ପରିଚାଳନା ପ୍ରାଧିକରଣ, ଜିଲା ମାଜିଷ୍ଟ୍ରେଟ ଏବଂ ବରିଷ୍ଠ ପୋଲିସ ଅଧୀକ୍ଷକଙ୍କୁ ନେଇ ଏକ ମିଳିତ କମିଟି ଗଠନ କରିବାକୁ ବେଞ୍ଚ ନିର୍ଦ୍ଦେଶ ଦେଇଛନ୍ତିି। ବେଞ୍ଚ ଉଲ୍ଲେଖ କରିଛନ୍ତି ଯେ ପ୍ରବଳ ପବନ ଏବଂ ଜୁଆର ଗତିକୁ ରୋକିବା ସହ ଗୁରୁତ୍ୱପୂର୍ଣ୍ଣ ଇକୋସିଷ୍ଟମ ସେବା ଯୋଗାଇ ସୁନ୍ଦରୀଗଛ ଜୀବନ ଏବଂ ସମ୍ପତ୍ତି ରକ୍ଷା କରିଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ବାପଘରକୁ ଯିବା ପାଇଁ ବାରମ୍ବାର ଜିଦ୍‌ କରୁଥିଲେ ସ୍ତ୍ରୀ, ସ୍ବାମୀ ନେଲେ ଏମିତି ପଦକ୍ଷେପ; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର,୧୬ା୮: ରାଜସ୍ଥାନର ବୁଣ୍ଡି ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ସ୍ତ୍ରୀ ବାରମ୍ବାର ବାପଘରକୁ ଯିବାକୁ ଜିଦ୍‌ ଧରିବାରୁ କ୍ରୋଧିତ ହୋଇ ଠେଙ୍ଗାରେ...

ଧରାପଡିଲେ ୪ ଆତଙ୍କବାଦୀ

ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା...

ଦିଲ୍ଲୀକୁ ଟିକା ଦେବାକୁ ମନା କଲା ଭାରତ ବାୟୋଟେକ୍‌

ନୂଆଦିଲ୍ଲୀ, ୧୨ା୫: ଦିଲ୍ଲୀରେ ଟିକା ଅଭାବ ଦେଖାଦେଇଥିବାବେଳେ କୋଭାକ୍ସିନ ଯୋଗାଇବାକୁ ମନା କରିଦେଇଛି ଭାରତ ବାୟୋଟେକ୍‌। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ...

ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ,୨୮।୧୦: ଦୀପାବଳିରେ ରାଜଧାନୀ ଦିଲ୍ଲୀରେ ବାଣ ଫୁଟା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି ଯେ, ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ...

୭୫ ବର୍ଷ ବୟସ୍କ ବୃଦ୍ଧ କଲେ ଏପରି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲୁଧିଆନା,୧୫।୮: ପଞ୍ଜାବରେ ନିଶାର ମାୟା ଜାଲରେ ଯୁବଗୋଷ୍ଠୀ ପଡ଼ିଛନ୍ତି। ଦିନକୁ ଦିନ ଏଠାରେ ଡ୍ରଗ୍ସ୍‌ ଚୋରା କାରବାର ବଢ଼ିବା ସହିତ ନାନା ପ୍ରକାର ଅପରାଧ ବୃଦ୍ଧି...

୩୦ କୋଟି ଭାରତୀୟଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯିବ କରୋନା ଟିକା: ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର

ନୂଆଦିଲ୍ଲୀ, ୧୭।୧୦: ପ୍ରଥମ ପର୍ଯ୍ୟାୟରେ ଦେଶର ୩୦ କୋଟି ଳୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ତାଲିକା ପ୍ରସ୍ତୁତି କାର୍ଯ୍ୟ କରୁଛନ୍ତି। ୩୦...

ପୁଣି ମହଙ୍ଗା ପେଟ୍ରୋଲ-ଡିଜେଲ୍‌: ୧୫ ଦିନରେ ୧୩ ଥର ବଢିଲା ଦର

ନୂଆଦିଲ୍ଲୀ,୫।୪: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ଯଥାକ୍ରମେ ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାସହ...

ହିନ୍ଦୀ: ରାଷ୍ଟ୍ରଭାଷା ନୁହେଁ, ବୋଝ

ନୂଆଦିଲ୍ଲୀ/ବେଙ୍ଗାଲୁରୁ/ ମୁମ୍ବାଇ,୨୯ା୪:ଦେଶର ଅଣହିନ୍ଦୀ ଭାଷୀ ରାଜ୍ୟଗୁଡ଼ିକ ଉପରେ ହିନ୍ଦୀକୁ ଲଦି ଦିଆଯାଉଥିବା ନେଇ ବିବାଦ ସୃଷ୍ଟି ହୋଇଛି। ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଓ କନ୍ନଡ଼...

Advertisement
Archives

Model This Week