ହୋଟେଲରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୮।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡା ଛକରେ ଥିବା ଏକ ସାଉଥ୍‌ ଇଣ୍ଡିଆନ ହୋଟେଲରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ହୋଟେଲରେ ଲାଗିଥିବା ଏସି, କୁଲର ଆଦି ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି। ତେବେ ଅଗ୍ନିକାଣ୍ଡ କିଭଳି ଘଟିଲା, ତାହା ଜଣାପଡି ନାହିଁ। ଖବର ପାଇ ବରଗଡ଼ ଅଗ୍ନିଶମ କେନ୍ଦ୍ର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ହୋଟେଲରେ ଥିବା ବହୁ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri